୧୪ ନଭେମ୍ବରରୁ ଷ୍ଟାର୍‌ କିରଣରେ ମହାସପ୍ତାହ

ଭୁବନେଶ୍ୱର,୧୩।୧୧: ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ଷ୍ଟାର୍‌ କିରଣ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଏପରିକି ଚଳିତ ବର୍ଷ ନଭେମ୍ବର ୧୪ ରୁ ୧୯ ପର୍ଯ୍ୟନ୍ତ ଏକ ସପ୍ତାହବ୍ୟାପୀ ଷ୍ଟାର୍‌ କିରଣରେ ପ୍ରସାରିତ ଧାରାବାହିକକୁ ନେଇ ମହାସପ୍ତାହ ହେବାକୁ ଯାଉଛି। ସୋମବାରରୁ ଶନିବାର ସନ୍ଧ୍ୟା ୭ ଘଟିକାରୁ ରାତି ୯ ଘଟିକା ମଧ୍ୟରେ ଷ୍ଟାର୍‌ କିରଣର ସମସ୍ତ ଶୋ’ରେ ରୋମାଞ୍ଚକର କାହାଣୀ ଏବଂ ଉଚ୍ଚ ଡ୍ରାମା ରହିବ ଯାହା ଆପଣଙ୍କୁ ଉତ୍ସାହିତ କରିବ ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ କ’ଣ ଘଟିବ ଅନୁମାନ କରିବେ। ବିଶେଷକରି ଷ୍ଟାର୍‌ କିରଣର ମେଗା ଶୋ’ ବିଷୟରେ ଅଧିକ ଜାଣିବାର ସମୟ ଆସିଛି। ସେହିଭଳି ମେଘା, ଜୟ, ଶାନ୍ତି ଏବଂ ହେମାଙ୍କ ଜୀବନରେ କ’ଣ ଘଟିବାକୁ ଯାଉଛି। ସେମାନେ ନିଜ ଜୀବନରେ ଝଡ଼ରୁ ବଞ୍ଚତ୍ବାରେ ସକ୍ଷମ ହେବେ କି ନାହିଁ ସେସବୁ ବିଷୟରେ ଜାଣିବାକୁ ହେଲେ ସା ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚ୍ୟାନେଲର ସ୍ବତନ୍ତ୍ର କାର୍ଯ୍ୟକ୍ରମକୁ ଦେଖିବାକୁ ହେବ ବୋଲି ଷ୍ଟାର୍‌ କିରଣ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ‘ତୁ କହିବୁ ନା ମଁୁ, କିଏ ପର କିଏ ଆପଣା, ଶାନ୍ତି ଓ ସୁହାଗ ସିନ୍ଦୂର’ ଭଳି ପ୍ରମୁଖ ଧାରାବାହିକର କାହାଣୀରେ ଲାଗି ରହିଥିବ ରହସ୍ୟର ଖୁଲାସା ହୋଇପାରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?