ଅଭିନେତାରୁ ନିର୍ଦ୍ଦେଶକ

ଓଡ଼ଆ ଚଳଚ୍ଚିତ୍ର ‘ରୁପା ଗାଁରେ ସୁନା କନିଆ’ରୁ ଆରମ୍ଭ ହୋଇଥିଲା ତାଙ୍କର ଅଭିନୟ ଜୀବନ। ପରବର୍ତ୍ତୀ ସମୟରେ ସେ ‘ସ୍ତ୍ରୀ’, ‘ସତମିଛ’, ‘କିଏ ପୋଛିବ ମୋ ମା’ ଆଖିର ଲୁହ’ରେ ଆକ୍ଟିଂ କରିଥିଲେ। ଆଉ ଏବେ ସେ ନିଜକୁ ଜଣେ ସଫଳ ନିର୍ଦ୍ଦେଶକ ଭାବରେ ପରିଚିତ କରାଇପାରିଛନ୍ତି। ସେ ହେଲେ ରାଜୀବ ମହାନ୍ତି। ଅମୋଲ ପାଲେକରଙ୍କ ‘ଦାୟରା’ରେ ସେ ଏକ ଦମ୍‌ଦାର ଭୂମିକାରେ ଅଭିନୟ କରିଥିଲେ। ରାଜୀବଙ୍କ ନିର୍ଦ୍ଦେଶିତ ପ୍ରଥମ ଓଡ଼ିଆ ସିନେମା ଥିଲା ‘ଅଭିମାନୀ ପ୍ରିୟା ମୋର’। ଏ ସମ୍ପର୍କରେ ରାଜୀବ କହନ୍ତି, ‘ପ୍ରଥମ ନିର୍ଦ୍ଦେଶନାରୁ ସଫଳତା ପାଇବା ପରେ ମୁଁ ଆଉ ପଛକୁ ଫେରି ଚାହିଁ ନ ଥିଲି। ସିନେମାଟିଏ ନିର୍ଦ୍ଦେଶନା ସେବା ସମୟରେ ମୁଁ ସବୁଦିଗ ପ୍ରତି ଭଲ ଭାବରେ ଦୃଷ୍ଟି ଦିଏ।’ ‘ଚୋରି ଚୋରି ମନ ଚୋରି’ ଏବଂ ‘ତୁ ମୋ ସୁନା ତୁ ମୋ ହୀରା’ ପରେ ଏବେ ତାଙ୍କ ନିର୍ଦ୍ଦେଶନାରେ ନିର୍ମିତ ‘ତୁ ମୋର ନିହାତି ଦରକାର’ ଏବଂ ‘ସହୀଦ ରଘୁ ସର୍ଦ୍ଦାର’ ରିଲିଜ ଅପେକ୍ଷାରେ ରହିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା…

ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri