ଏସବୁ ଜିଲାରୁ ଝାରସୁଗୁଡ଼ା ଗଲେ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ

ଝାରସୁଗୁଡ଼ା ଅଫିସ,୨୩।୭: ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ନେବା ସତ୍ତ୍ୱେ ଏହା ଥମିବାର ନାଁ ନେଉନାହିଁ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ପ୍ରଶାସନ ମଧ୍ୟ କଡ଼ା ଆଭିମୁଖ୍ୟ ଗ୍ରହଣ କରୁଛି। ବାହାର ଜିଲାରୁ ଆସୁଥିବା ଲୋକଙ୍କ ଯୋଗୁ ଝାରସୁଗଡ଼ାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦର୍ଶାଇ ଜିଲା ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ରାଜ୍ୟର ୮ଟି ଜିଲା ତଥା କରୋନା ହଟସ୍ପଟରୁ ଝାରସୁଗୁଡ଼ା ଆସିଲେ କ୍ୱାରାଣ୍ଟାଇନ ବାଧ୍ୟତାମୁଳକ। ଏ ନେଇ ଜିଲାପାଳ ସରୋଜ କୁମାର ସାମଲ କହିଛନ୍ତି।
ଜିଲାଗୁଡିକ ହେଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ସମେତ ସୁନ୍ଦରଗଡ ଜିଲାର ପାନପୋଷ ଉପଖଣ୍ଡ। ଏସବୁ ସ୍ଥାନରୁ ଝାରସୁଗୁଡ଼ାକୁ ଆସିଲେ ୧୪ ଦିନିଆ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ କରାଯାଇଛି। ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ ସେଣ୍ଟର ସମେତ ହୋଟେଲ ଓ ଲଜରେ ପେଡ୍‌ କ୍ୱାରାଣ୍ଟାଇନରେ ଉପରୋକ୍ତ ଜିଲାରୁ ଆସିଥିବା ବ୍ୟକ୍ତିମାନଙ୍କ ରହିବାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରମାନଙ୍କ ଅନୁପସ୍ଥିତିକୁ ନେଇ ଉତ୍ତେଜନା

ବ୍ରଜରାଜନଗର, ୧୨।୯ (ଡି.ଏନ୍‌.ଏ.)  ବ୍ରଜରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ସପ୍ତାହ ହେଲା କେତେଜଣ ଡାକ୍ତରଙ୍କ ଅନୁପସ୍ଥିତିକୁ ନେଇ ଉତ୍ତେଜନା ଦେଖାଦେଇଛି। ଦିନେ କିମ୍ବା ଦୁଇ ଦିନ...

କୋରାପୁଟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଜୟପୁର,୧୭।୧୨(ଡି.ଏନ୍‌.ଏ.): କୋରାପୁଟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଛାତ୍ରୀଛାତ୍ର ଧାରଣା ଦେଇଛନ୍ତି। ଜୟପୁରସ୍ଥିତ ବିକ୍ରମଦେବ ସ୍ବୟଂ ଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ଘୋଷଣା, କ୍ୟାଣ୍ଟିନ ପ୍ରଭୃତି ଦାବି...

ଗୁଣି ଗାରେଡି ସନ୍ଦେହରେ ମହିଳାଙ୍କୁ ହତ୍ୟା ଅଭିଯୋଗ

ପାପଡାହାଣ୍ଡି,୩୦।୧୦(ଡି.ଏନ.ଏ.): ଆଜିର ଯୁଗରେ ମଣିଷ ଚନ୍ଦ୍ର ପୃଷ୍ଠରେ ପାଦ ଦେଇଥିବାବେଳେ ନବରଙ୍ଗପୁର ଭଳି ଆଦିବାସୀ ଅଧ୍ୟ୍ୟୁଷିତ ଜିଲାରେ ଗୁଣି ଗାରେଡି ସନ୍ଦେହରେ ଏକ ମହିଳାଙ୍କୁ ହତ୍ୟା...

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଡେରାବିଶ,୧୭।୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଡେରାବିଶ ବ୍ଲକ ବସୁପୁର ପଞ୍ଚାୟତ ଜହ୍ନିମୂଳ ଗ୍ରାମରେ ଥିବା ଏକ ଗଛରୁ ଝୁଲୁଥିବା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ...

ଉଲିବୁରୁ ଖଣି ଦୁର୍ନୀତି: ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ଖାରଜ

କଟକ ଅଫିସ, ୮ା୮: ରାଜ୍ୟର ବହୁଚର୍ଚ୍ଚିତ କେନ୍ଦୁଝର ଜିଲା ଉଲିବୁରୁ ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ପୁଣି ଖାରଜ ହୋଇଛି।...

ଧରିତ୍ରୀରେ ଖବର ପ୍ରକାଶିତ ହେବାପରେ ଚେତିଲା ପୂର୍ତ୍ତ ବିଭାଗ: ରାତିଅଧିଆ ରାସ୍ତା ମରାମତି କାର୍ଯ୍ୟ ଶେଷ

ଦାରିଙ୍ଗବାଡ଼ି,୨୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି-ବ୍ରାହ୍ମଣୀଗାଁକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ଦବି ଯାତାୟାତରେ ସମସ୍ୟା ହେଉଥିଲା। ତେବେ ରାସ୍ତା ମରାମତି ଦିଗରେ ବିଭାଗ ପଦକ୍ଷେପ...

ଚୋରକୁ ପିଟି ହତ୍ୟା , ୫ଗିରଫ

ବାରିପଦା ଅଫିସ/ବେତନଟୀ,୨୫ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବେତନଟୀ ଥାନା ଦହିକୁଟି ପଞ୍ଚାୟତ ଅନ୍ତର୍ଗତ ଖମାରି ଗ୍ରାମର କେତେକ ଲୋକଙ୍କ ମାଡ଼ରେ ଜଣେ ଚୋରର ମୃତ୍ୟୁ ଘଟିଛି। ଏନେଇ...

୧୫ରେ ରୁଚି ଓଡ଼ିଆ ଫିଲ୍ମ ଫେୟାର୍‌ ଆୱାର୍ଡସ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ହ୍ବାଇଟ୍‌ କାନ୍‌ଭାସ୍‌ ଏବଂ ଓଫା ଫାଉଣ୍ଡେଶନ ମିଳିତ ଆନୁକୂଲ୍ୟରେ ରୁଚି ମସଲା ସହଯୋଗରେ ଆସନ୍ତା ୧୫ ତାରିଖରେ ଜନତା ମଇଦାନରେ ଚଳଚ୍ଚିତ୍ର ପୁରସ୍କାର...

Coronavirus Update


Archives

Model This Week

Why Dharitri