ଏସବୁ ଜିଲାରୁ ଝାରସୁଗୁଡ଼ା ଗଲେ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ

ଝାରସୁଗୁଡ଼ା ଅଫିସ,୨୩।୭: ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ନେବା ସତ୍ତ୍ୱେ ଏହା ଥମିବାର ନାଁ ନେଉନାହିଁ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ପ୍ରଶାସନ ମଧ୍ୟ କଡ଼ା ଆଭିମୁଖ୍ୟ ଗ୍ରହଣ କରୁଛି। ବାହାର ଜିଲାରୁ ଆସୁଥିବା ଲୋକଙ୍କ ଯୋଗୁ ଝାରସୁଗଡ଼ାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦର୍ଶାଇ ଜିଲା ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ରାଜ୍ୟର ୮ଟି ଜିଲା ତଥା କରୋନା ହଟସ୍ପଟରୁ ଝାରସୁଗୁଡ଼ା ଆସିଲେ କ୍ୱାରାଣ୍ଟାଇନ ବାଧ୍ୟତାମୁଳକ। ଏ ନେଇ ଜିଲାପାଳ ସରୋଜ କୁମାର ସାମଲ କହିଛନ୍ତି।
ଜିଲାଗୁଡିକ ହେଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ସମେତ ସୁନ୍ଦରଗଡ ଜିଲାର ପାନପୋଷ ଉପଖଣ୍ଡ। ଏସବୁ ସ୍ଥାନରୁ ଝାରସୁଗୁଡ଼ାକୁ ଆସିଲେ ୧୪ ଦିନିଆ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ କରାଯାଇଛି। ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ ସେଣ୍ଟର ସମେତ ହୋଟେଲ ଓ ଲଜରେ ପେଡ୍‌ କ୍ୱାରାଣ୍ଟାଇନରେ ଉପରୋକ୍ତ ଜିଲାରୁ ଆସିଥିବା ବ୍ୟକ୍ତିମାନଙ୍କ ରହିବାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଲେଣ୍ଟାଇନ୍‌ ସପ୍ତାହ ପାଇଁ ସତର୍କ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୮।୨(ବ୍ୟୁରୋ): ଫେବୃୟାରୀ ୭ରୁ ଆରମ୍ଭ ହୋଇଛି ଭାଲେଣ୍ଟାଇନ୍‌ ସପ୍ତାହ। ଏଥିପାଇଁ କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ସତର୍କତା ଜାରି କରାଯାଇଛି। ସାଇବର ଠକେଇ ଆଶଙ୍କା କରି କ୍ରାଇମ୍‌ବ୍ରାଞ୍ଚ ଏହି...

ରାଜ୍ୟରୁ ସୁସ୍ଥ ହେଲେ ୧୦୯୫ କରୋନା ଆକ୍ରାନ୍ତ

ଭୁବନେଶ୍ବର,୨୧।୨(ବ୍ୟୁରୋ) : ରାଜ୍ୟରେ ଦୈନିକ କୋଭିଡ ସଂକ୍ରମଣ ହାର ଧିରେଧିରେ କମୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୧୦୯୫ ଜଣ କରୋନା ଆକ୍ରାନ୍ତ...

ଓଲଟିଲା ଗୋରୁ ବୋଝେଇ ପିକ୍‌ଅପ୍‌,୪ମୃତ,୪ ଆହତ

ଖଇରା,୪।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ବାଙ୍କିତିରା ଛକ ନିକଟରେ ବୁଧବାର ଦୁର୍ଘଟଣା ଘଟିଛି। ଏକ ଗୋରୁ ବୋଝେଇ ପିକ୍‌ଅପ୍‌ ଭାରସାମ୍ୟ...

ଆଜି ରାଜ୍ୟରୁ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୭୫ରେ ପହଞ୍ଚିଲା

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୭୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ଜିଲାପାଳ, ସିଏସ୍‌ଓ କାର୍ଯ୍ୟାଳୟରେ ଧାନ ଗଦାଇଲେ ଚାଷୀ

ବରଗଡ଼ ଅଫିସ,୨୯ା୬: ରବି ଋତୁ ଯାଇ ଖରିଫ୍‌ ଋତୁ ଆରମ୍ଭ ହୋଇଛି। ମାତ୍ର ବରଗଡ଼ ଜିଲାରେ ରବିଋତୁରେ ଅମଳ ଧାନକୁ ଚାଷୀ ବିକ୍ରି କରି ପାରି...

୨୦ ବର୍ଷରେ ଲକ୍ଷେ ଗଛ ବଳି

ଭଦ୍ରକ ଅଫିସ,୨୭।୮-ଅମ୍ଳଜାନର ଘୋର ଅଭାବ ପରିଲକ୍ଷିତ ହେଉଛି। ଏଣୁ ଚାରାରୋପଣ ଉପରେ ସମସ୍ତେ ଗୁରୁତ୍ୱ ଦେଇ ଆସୁଛନ୍ତି। ଏଭଳି ସ୍ଥିତିରେ ଭଦ୍ରକ ଜିଲାରେ ସମୁଦ୍ର କୂଳଠାରୁ...

ପୁଷ୍ଟିକର ଖାଦ୍ୟ, ପ୍ରାକ୍‌ ଶିକ୍ଷାରୁ ବଞ୍ଚତ୍ତ ଶିଶୁ

ନୂଆପଡ଼ା ଅଫିସ,୧୪।୧୧: ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଲଭା ପଞ୍ଚାୟତ ପଟପରପାଲି ଗାଁର ମହୁଲପଡାବାସୀ ଦୀର୍ଘ ବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚତ୍ତ...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ : ପ୍ରତିବାଦରେ ସିଡିପିଓଙ୍କ ଅଫିସ୍‌ ଘେରାଉ

ତାଳଚେର, ୧୩ା୬(ନି.ପ୍ର.) – ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ କରି ପ୍ରତିବାଦରେ ବୁଧବାର ତାଳଚେର ବ୍ଲକ ଅଙ୍ଗନଓ୍ବାଡି କର୍ମୀ ସଂଘ ପକ୍ଷରୁ...

Advertisement
Archives

Model This Week