ବ୍ରହ୍ମପୁରରୁ ଭଦ୍ରକ ଯାଏ ଲମ୍ବିଛି ଧଳା ଜହର ଚେର, ୨ ଗିରଫ

ପଦ୍ମପୁର,୧୩ା୮(ଡି.ଏନ୍‌.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ପୋଲିସ ଦୁଇ ଯୁବକଙ୍କୁ ବ୍ରାଉନ ସୁଗାର କାରବାର ଅଭିଯୋଗରେ ଗିରଫ କରିଛି। ଗିରଫ ଯୁବକ ଦ୍ୱୟ ହେଲେ ଚରମ୍ପା ପଥରାଡ଼ିର ଅଜୟ ଦାସ ଓ ଲାଞ୍ଜିପଲ୍ଲୀ ବ୍ରହ୍ମପୁରର ସତ୍ୟନାରାୟଣ ଆଚାର୍ଯ୍ୟ। ସେମାନଙ୍କ ଠାରୁ ୭୦ଗ୍ରାମ ବ୍ରାଉନସୁଗାର, ଦୁଇଟି ମୋବାଇଲ, ଗୋଟିଏ ବାଇକ ଜବତ କରାଯାଇଛି। ଥାନାରେ ଏ ନେଇ କେସ୍‌ ନମ୍ବର ୧୮୭/୨୧ ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକ: ପୁରୀକୁ ବିଶ୍ୱସ୍ତରୀୟ ଆଧ୍ୟାତ୍ମିକ କ୍ଷେତ୍ର କରିବା ଉଦ୍ୟମକୁ ପ୍ରଶଂସା

ସୋରଡା,୧୦ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବିଜୁ ଜନତା ଦଳ କାର୍ଯ୍ୟକାରିଣୀ ବୈଠକ ସୋରଡା ଶିଶୁ ଉଦ୍ୟାନ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ତଥା ଗୋପାଳପୁର...

୧୨ ବର୍ଷର ପୁଅକୁ ଧରି ପ୍ରେମିକ ସହ ଫେରାର

ରାଜନଗର,୨୦ା୯(ଡି.ଏନ.ଏ.): ୧୨ ବର୍ଷର ପୁଅକୁ ଧରି ଜଣେ ମହିଳା ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସ୍ବାମୀ ଦାଦନ...

ଜନ୍ମାଷ୍ଟମୀ ଲାଗି ଜଲେଶପଟାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଫୁଲବାଣୀ ଅଫିସ/ଚକାପାଦ/ତୁମୁଡିବନ୍ଧ,୨୯ା୮: କନ୍ଧମାଳ ଜିଲା ଚକାପାଦ ଏବଂ ତୁମୁଡିବନ୍ଧସ୍ଥିତ ଜଲେଶପଟା ଆଶ୍ରମରେ ସୋମବାର ଜନ୍ମାଷ୍ଟମୀ ଓ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୩ତମ ଶ୍ରାଦ୍ଧଦିବସ ପାଳନ କରାଯିବ।...

ନବରଙ୍ଗପୁର ଜିଲାପାଳଙ୍କ ମାନବିକତା: ରାସ୍ତାରୁ ଗୁରୁତରଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଲେ

ନବରଙ୍ଗପୁର, ୬।୮(ବି.ପ୍ର.): ଦୁର୍ଘଟଣାରେ ରାସ୍ତା କଡରେ ରକ୍ତାକ୍ତ ଅବସ୍ଥାରେ ପଡିଥିଲେ ଜଣେ ଯୁବ ଚାଷୀ। କଥା ମଧ୍ୟ କହି ପାରୁ ନ ଥିଲେ। ଉକ୍ତ ରାସ୍ତାରେ...

ଲାଗିବ ସିସିଟିଭି, ମରାମତି ହେବ ନାଟମଣ୍ଡପ

ପୁରୀ ଅଫିସ,୧୪।୫: ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ରାଜ୍ୟ ସୁପରିଣ୍ଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଶୁକ୍ରବାର ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଓ...

ନବ ବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ ସ୍ବାୀ ଓ ଶାଶୁ ଅଟକ

ପୋଲସରା/ହାତୀଓଟ,୧୯ା୮(ଡି.ଏନ.ଏ.)-ପୋଲସରା ଥାନା ଅଞ୍ଚଳରେ ରବିବାର ଜଣେ ନବ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ସେ ହେଲେ ରାଜେଶ୍ୱରୀ ପାତ୍ର । ଝିଅକୁ ତାଙ୍କ...

କିଚକେଶ୍ୱରୀ ମନ୍ଦିରରେ ଫାଟ

କରଞ୍ଜିଆ,୨୫।୯- ମୟୂରଭଞ୍ଜ ଜିଲାର ସର୍ବ ପୁରାତନ ଖିଚିଂସ୍ଥିତ କିଚକେଶ୍ୱରୀ ମନ୍ଦିରର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଛି। ବର୍ଷା ହେଲେ ମା’ଙ୍କ ମନ୍ଦିର ଚଟାଣରେ ପାଣି...

ଶାରଳା ମନ୍ଦିର ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଅଭିଯୁକ୍ତଙ୍କୁ ଗିରଫ କରିପାରୁନି ପୋଲିସ

ଜଗତ୍‌ସିଂହପୁର ଅଫିସ୍‌,୨୨ା୧:କନକପୁରସ୍ଥିତ ମା’ଶାରଳା ମନ୍ଦିରର ସେବାୟତ ତଥା କନକପୁର ଦେଉଳୀ ଗ୍ରାମର ତ୍ରିଲୋଚନ ରାଉଳ(ଗୁଲା)ଙ୍କୁ ରବିବାର ୩ଜଣ ମରଣାନ୍ତକ ଆକ୍ରମଣ କରିଥିଲେ। ସେମାନେ ହେଲେ ତିର୍ତ୍ତୋଲ...

Advertisement
Archives

Model This Week