ଭୁବନେଶ୍ୱରରୁ ଆଜି ପୁଣି ୨୭ ପଜିିଟିଭ୍‌ ଚିହ୍ନଟ: ୩୩ ସୁସ୍ଥ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୨୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୮୬୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୦୨୩୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୨୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହକି ଟିମ୍‌ର ଗେରୁଆ ଜର୍ସିକୁ ନେଇ ବିବାଦ

ଆସନ୍ତା ଅଗଷ୍ଟ ୧୫ରୁ ୩୦ ଯାଏ ନେଦରଲ୍ୟାଣ୍ଡ୍ସ ଏବଂ ବେଲଜିୟମରେ ଅନୁଷ୍ଠିତ ହେବାକୁ ଥିବା ଏଫ୍‌ଆଇଏଚ୍‌ ବିଶ୍ୱକପ୍‌ରେ ଭାରତୀୟ ପୁରୁଷ ଓ ମହିଳା ହକି ଟିମ୍‌ ସେମାନଙ୍କର…

ରାହା ଖୋଜୁଛନ୍ତି ବନ୍ୟା ବିପନ୍ନ

ଭୁବନେଶ୍ୱର,୧ା୮ (ରବିନାରାୟଣ ଜେନା): ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ବଡ଼ ବିପର୍ଯ୍ୟୟ ସୃଷ୍ଟି କରିଛି। ଉତ୍ତରରୁ ପଶ୍ଚିମ ଏବଂ ଉପକୂଳ ଓଡ଼ିଶାରେ ବନ୍ୟା ଯୋଗୁ ୭ଲକ୍ଷରୁ ଊର୍ଦ୍ଧ୍ୱ…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

କାନପୁର ପ୍ରକଳ୍ପର କପର ଡ୍ୟାମ୍‌ ଭାଙ୍ଗିଲା: ତଳିଆ ଅଞ୍ଚଳକୁ ସତର୍କ ସୂଚନା

ଯୋଡ଼ା/ ଚମ୍ପୁଆ, ୧ା୮(ମାନସ ମହାନ୍ତି/ମହେଶ୍ୱର ଦାସ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ କାନପୁର ପ୍ରକଳ୍ପର ଅସ୍ଥାୟୀ ମାଟିବନ୍ଧ ବା କପର ଡ୍ୟାମ୍‌ଟି ଲଗାଣ ବର୍ଷା ଫଳରେ…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

୫ ଯାଏ ବର୍ଷା, ନଦୀ ଜଳସ୍ତର ଆହୁରି ବଢ଼ିବ

ଭୁବନେଶ୍ୱର, ୧ା୮(ବନ୍ଦନା ସେଠୀ): ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri