ଭୁବନେଶ୍ୱରରୁ ଆଜି ପୁଣି ୨୪ ପଜିିଟିଭ୍‌ ଚିହ୍ନଟ: ୪୨ ସୁସ୍ଥ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୮୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୦୧୬୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୨୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ପୋଡି ଦେଲେ ମାଓବାଦୀ

କୋରୁକୋଣ୍ଡା,୯।୮(ଡି.ଏନ୍‌.ଏ.): ଛତିଶଗଡ଼ ସୁକମା ଜିଲାରେ ପୁଣି ମାଓବାଦୀ ହିଂସା ଦେଖାଦେଇଛି। କାମରେ ନିୟୋଜିତ ଥିବା ଏକ ଟ୍ରକକୁ ମାଓବାଦୀମାନେ ନିଆଁ ଲଗାଇ ପୋଡି ଦେଇଛନ୍ତି। ପରେ...

ବନ୍ଦ କରିଦେଲେ ପ୍ରେସ୍‌ ବିଜ୍ଞପ୍ତି

ଭୁବନେଶ୍ବର,୧।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ଏବେ ଯେଉଁ ସ୍ଥିତିରେ ପହଞ୍ଚିଛି ତାହାର ବାସ୍ତବ ଚିତ୍ର କେହି ଦେଖିପାରୁନାହାନ୍ତି। ୨୦୧୭...

ତୋରଣରେ ଷ୍ଟାଚ୍ୟୁ ଅଫ ଲିବର୍ଟି

କଟକ ଅଫିସ,୧।୧୦: ଶାରଦୀୟ ପୂଜା ପାଇଁ ଚଳଚଞ୍ଚଳ ହୋଇଛି କଟକର ବିଭିନ୍ନ ପୂଜା ମଣ୍ଡପ। ଦଶହରା ଯେତିକି ପାଖେଇ ଆସୁଛି ପୂଜା ମଣ୍ଡପ କର୍ମକର୍ତ୍ତାଙ୍କ ମଧ୍ୟରେ...

ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୮୬ କୁ ବୃଦ୍ଧି...

କରୋନାରୁ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ନିକଟରେ ଦେଖାଯାଉଛି ବ୍ରେନ୍ ହାମରେଜ!

ନୂଆଦିଲ୍ଲୀ,୨୫ ।୭: ଏକ ଅଧ୍ୟୟନରୁ ଜଣାପଡିଛି କି କରୋନା ଭାଇରସ ସଂକ୍ରମଣରୁ ସୁସ୍ଥ ହେବା ପରେ ଏଭଳି ରୋଗୀଙ୍କ ନିକଟରେ ଆହୁରି କିଛି ସ୍ୱାସ୍ଥ୍ୟ ସମସ୍ୟା...

ଖାକିରେ କଳଙ୍କ: ବଳାତ୍କାର ପରେ ନାବାଳିକା ଝିଆରି ୫ ମାସର ଗର୍ଭବତୀ, ହାବିଲଦାରଙ୍କୁ ବାନ୍ଧିଲା କ୍ୟାପିଟାଲ ପୋଲିସ

ଭୁବନେଶ୍ୱର, ୫।୩(ବ୍ୟୁରୋ): ଖାକିରେ କଳଙ୍କ। ଜଣେ ହାବିଲଦାରଙ୍କ ନାମରେ ଆସିଛି ବଳାତ୍କାର ଅଭିଯୋଗ। ସେ ହେଲେ କ୍ୟାପିଟାଲ ଥାନାରେ କାର୍ଯ୍ୟରତ ହାବିଲଦାର ବିଜୟ ପେଟି ।...

ପିଏମ୍‌ଜିଏସ୍‌ୱାଇରେ ଅର୍ଥ ଆତ୍ମସାତ୍‌

ଯାଜପୁର ଅଫିସ,୯ା୭:ଯାଜପୁର ଜିଲା ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ-୨ ଅଧୀନରେ ନିର୍ମାଣ ହୋଇଥିବା ବାଲିଚନ୍ଦ୍ରପୁର-ଦେକୁରୀ ଏବଂ ଏନ୍‌ଏଚ୍‌-୫(କ)ଠାରୁ ଭରତପୁର ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ)...

ଫାଣ୍ଡିରେ କନଷ୍ଟେବଳଙ୍କୁ ବଳାତ୍କାର

ବାଲେଶ୍ୱର ଅଫିସ/ବାହାନଗା, ୨୯।୫(ଡି.ଏନ.ଏ.): ବାତ୍ୟା ଡ୍ୟୁଟିରେ ଥିବା ଜଣେ ମହିଳା କନଷ୍ଟେବଳଙ୍କୁ ଫାଣ୍ଡି ପରିସରରେ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ଘଟାଇଛନ୍ତି ସମ୍ପୃକ୍ତ ଫାଣ୍ଡି...

Advertisement
Archives

Model This Week