Posted inଜାତୀୟ

ଦିଲ୍ଲୀରୁ ପଞ୍ଜାବ ସବୁଠି ପ୍ରଦର୍ଶନ: ଟ୍ରାକ୍ଟରରେ ନିଆଁ ଲଗାଇଲେ ଅନ୍ନଦାତା

ନୂଆଦିଲ୍ଲୀ, ୨୮।୯: କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଣାଯାଇଥିବା ସଂଶୋଧିତ କୃଷି ଆଇନକୁ ଅନ୍ନଦାତାମାନେ ବିରୋଧ କରିଛନ୍ତି। ଦିଲ୍ଲୀରୁ ଆରମ୍ଭ କରି ପଞ୍ଜାବ ପର୍ଯ୍ୟନ୍ତ କୃଷକମାନେ ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଛନ୍ତି। ସୋମବାର ଦିଲ୍ଲୀ ରାଜରାସ୍ତାରେ କୃଷକମାନେ ମିଳିତ ଭାବେ ଏକ ଟ୍ରାକ୍ଟରରେ ନିଆଁ ଲଗାଇ ଦେଇଛନ୍ତି। ଇଣ୍ଡିଆ ଗେଟ୍‌ ସମ୍ମୁଖରେ ଏଭଳି ଅଭାବନୀୟ ଘଟଣା ଘଟିଛି। ସକାଳ ୭ଟା ୧୫ ସମୟରେ ୧୫ରୁ ୨୦ ଜଣ ପ୍ରଦର୍ଶନକାରୀ ଏକତ୍ରିତ ହୋଇ ଏଭଳି କରିଥିବା ପୋଲିସ କହିଛି। ସୁରକ୍ଷା ଦୃଷ୍ଟିରୁ ଇଣ୍ଡିଆ ଗେଟ୍‌ ଏବଂ ଭିଆଇପି ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି। ସିସିଟିଭି ଫୁଟେଜ୍‌ ଆଧାରରେ ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ସନ୍ଧାନ କରାଯାଉଥିବା ଦିଲ୍ଲୀ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏମ୍‌ସିରେ ବଢୁଛି କୁକୁର କାମୁଡ଼ା, ୨ ମାସରେ….

ଭୁବନେଶ୍ୱର,୧୫।୬ (ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)କୁ ୨୦୩୦ ସୁଦ୍ଧା ଜଳାତଙ୍କ ମୁକ୍ତ କରିବା ପାଇଁ ଜୋରଦାର ଉଦ୍ୟମ ଚାଲିଛି। ଇତିମଧ୍ୟରେ ବିଏମ୍‌ସି ପକ୍ଷରୁ ୭୫ ପ୍ରତିଶତ…

ଏଇ ଭାରତରେ

କେରଳର ଗିରିଜା କୁମାରୀ ମଧୁ ସ୍ନାୟବିକ ସମସ୍ୟା ଓ ମାନସିକ ଅନଗ୍ରସର ପିଲାଙ୍କ ଉନ୍ନତି ପାଇଁ କାର୍ଯ୍ୟ କରୁଛନ୍ତି। ସେ ରହୁଛନ୍ତି ଆଲପୁଝା ଜିଲା ଥାମାରାକୁଲାମ୍‌ରେ। ଗିରିଜା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ୩୩ତମ ସର୍ବୋଚ୍ଚ ବିଦେଶୀ ସମ୍ମାନ; ସ୍ଲୋଭାକିଆ ରାଷ୍ଟ୍ରପତି ଦେଲେ ‘ଦି ଅର୍ଡର ଅଫ ଦି ହ୍ବାଇଟ ଡବଲ କ୍ରସ’

ବ୍ରାଟିସଲାଭା,୧୬।୬: ପ୍ରଧାନମନ୍ତ୍ରୀ ମୋଦି ବର୍ତ୍ତମାନ ବିଦେଶ ଗସ୍ତରେ ଅଛନ୍ତି। ପୁଣିଥରେ ତାଙ୍କୁ ଏକ ମର୍ଯ୍ୟାଦାଜନକ ବିଦେଶୀ ସମ୍ମାନରେ ସମ୍ମାନିତ କରାଯାଇଛି। ସ୍ଲୋଭାକିଆ ରାଷ୍ଟ୍ରପତି ପିଟର ପେଲେଗ୍ରୀନି ପ୍ରଧାନମନ୍ତ୍ରୀ…

ଡୋନାଲ୍ଡ ଟ୍ରମ୍ପଙ୍କୁ ନାଲି ଆଖି ଦେଖାଉଛନ୍ତି ନେତାନ୍ୟାହୁ ! ଶାନ୍ତି ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରି କହିଲେ -‘ଯେପର୍ଯ୍ୟନ୍ତ ମୁଁ ପ୍ରଧାନମନ୍ତ୍ରୀ…’

ଜେରୁଜେଲମ,୧୬।୬: ଦୀର୍ଘ ଆଲୋଚନା ପରେ, ଆମେରିକା ଏବଂ ଇରାନ ଏକ ଶାନ୍ତି ଚୁକ୍ତିନାମା ଘୋଷଣା କରିଥିଲେ। ତଥାପି, ଇସ୍ରାଏଲ ଆମେରିକା-ଇରାନ ଚୁକ୍ତିନାମାରେ ଗଭୀର ଅସନ୍ତୁଷ୍ଟ ଥିବା ପରି…

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ…

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

ଭାରତ, ସ୍ଲୋଭାକିଆ ସହଭାଗିତା ବଢ଼ିବ

ବ୍ରାଟିସ୍ଲାଭା,୧୬ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦି ଏବଂ ତାଙ୍କ ସ୍ଲୋଭାକିଆ ପ୍ରତିପକ୍ଷ ରବର୍ଟ ଫିକୋଙ୍କ ମଧ୍ୟରେ ସୋମବାର ଦ୍ୱିପାକ୍ଷିକ ଆଲୋଚନା ପରେ ୨ ଦେଶ ମଧ୍ୟରେ ସହଭାଗିତାକୁ ବ୍ୟାପକ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri