Posted inଫୁରସତ

ଘରୁ ମହାକାଶ ଯାଏ ସବୁଠି ସଫଳ

ଝିଅ ଏବଂ ପୁଅ ଉଭୟ ସମାନ। ଦୁହିଙ୍କ ମଧ୍ୟରେ ପାର୍ଥକ୍ୟ ଆଣିବା ଭାରତୀୟ ସମ୍ବିଧାନର ଉଲ୍ଲଂଘନ। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ବାଳିକା ଶିଶୁଙ୍କ ବିିକାଶରେ ଦେଶର ବିକାଶ ସ୍ଲୋଗାନ୍‌ ଦିଆଯାଉଛି। ତେଣୁ ପ୍ରତିବର୍ଷ ଜାନୁୟାରୀ ୨୪ରେ ଭାରତରେ ଜାତୀୟ ବାଳିକା ଶିଶୁ ଦିବସ ପାଳନ କରାଯାଏ।
ଭାରତୀୟ ସମାଜରେ ଝିଅମାନେ ସମ୍ମୁଖୀନ ହେଉଥିବା ଅସମାନତା ବିଷୟରେ ଜନସଚେତନ ସୃଷ୍ଟି କରିବା ପାଇଁ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଏବଂ ଭାରତ ସରକାରଙ୍କ ଦ୍ୱାରା ୨୦୦୮ ରେ ଏହା ଆରମ୍ଭ କରାଯାଇଥିଲା। ବାଳିକାମାନଙ୍କ ପାଇଁ ଏକ ସୁସ୍ଥ ଏବଂ ନିରାପଦ ପରିବେଶ ସୃଷ୍ଟି ବିଷୟରେ ସଚେତନତା ଅଭିଯାନ ଅନ୍ତର୍ଗତ ଏହି ଦିନ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥାଏ। ଶିକ୍ଷା, ପୁଷ୍ଟିକର ଖାଦ୍ୟ, ବାଲ୍ୟବିବାହ, ଆଇନଗତ ଅଧିକାର ଏବଂ ଚିକିତ୍ସା ସେବା, ସୁରକ୍ଷା, ସମ୍ମାନ ଭଳି ଭାରତରେ ବାଳିକା ଶିଶୁ ସମ୍ମୁଖୀନ ହେଉଥିବା ନାନା ସମସ୍ୟା ନେଇ ଏହି ଅବସରରେ ସଚେତନତା ସୃଷ୍ଟି କରାଯାଇଥାଏ।
ବାଳିକା ଶିଶୁଙ୍କୁ ଶିକ୍ଷା ସୁଯୋଗ ଯୋଗାଇଦେବା ସହିତ ବିଭିନ୍ନ କ୍ଷେତ୍ରରେ ସମାନ ସୁଯୋଗ ଉପଲବ୍ଧ କରାଇବା ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ।
ଏବେ ସରକାରଙ୍କ ନୂତନ ଯୋଜନା ଅନ୍ତର୍ଗତ ବାଳିକା ବଡ଼ ହୋଇ ଦେଶ ସୁରକ୍ଷା କ୍ଷେତ୍ରରେ ଯୋଗ ଦେଇପାରୁଛନ୍ତି। ଫଳରେ ଏବେ ଘର କାମଠାରୁ ଆରମ୍ଭ କରି ମହାକାଶ ପର୍ଯ୍ୟନ୍ତ ସବୁଠି ବାଳିକାଙ୍କ ଯୋଗଦାନ ଦେଶକୁ ସମୃଦ୍ଧି ପଥରେ ଅଗ୍ରସର କରାଇପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri