Posted inଫୁରସତ

ଘରୁ ମହାକାଶ ଯାଏ ସବୁଠି ସଫଳ

ଝିଅ ଏବଂ ପୁଅ ଉଭୟ ସମାନ। ଦୁହିଙ୍କ ମଧ୍ୟରେ ପାର୍ଥକ୍ୟ ଆଣିବା ଭାରତୀୟ ସମ୍ବିଧାନର ଉଲ୍ଲଂଘନ। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ବାଳିକା ଶିଶୁଙ୍କ ବିିକାଶରେ ଦେଶର ବିକାଶ ସ୍ଲୋଗାନ୍‌ ଦିଆଯାଉଛି। ତେଣୁ ପ୍ରତିବର୍ଷ ଜାନୁୟାରୀ ୨୪ରେ ଭାରତରେ ଜାତୀୟ ବାଳିକା ଶିଶୁ ଦିବସ ପାଳନ କରାଯାଏ।
ଭାରତୀୟ ସମାଜରେ ଝିଅମାନେ ସମ୍ମୁଖୀନ ହେଉଥିବା ଅସମାନତା ବିଷୟରେ ଜନସଚେତନ ସୃଷ୍ଟି କରିବା ପାଇଁ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଏବଂ ଭାରତ ସରକାରଙ୍କ ଦ୍ୱାରା ୨୦୦୮ ରେ ଏହା ଆରମ୍ଭ କରାଯାଇଥିଲା। ବାଳିକାମାନଙ୍କ ପାଇଁ ଏକ ସୁସ୍ଥ ଏବଂ ନିରାପଦ ପରିବେଶ ସୃଷ୍ଟି ବିଷୟରେ ସଚେତନତା ଅଭିଯାନ ଅନ୍ତର୍ଗତ ଏହି ଦିନ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥାଏ। ଶିକ୍ଷା, ପୁଷ୍ଟିକର ଖାଦ୍ୟ, ବାଲ୍ୟବିବାହ, ଆଇନଗତ ଅଧିକାର ଏବଂ ଚିକିତ୍ସା ସେବା, ସୁରକ୍ଷା, ସମ୍ମାନ ଭଳି ଭାରତରେ ବାଳିକା ଶିଶୁ ସମ୍ମୁଖୀନ ହେଉଥିବା ନାନା ସମସ୍ୟା ନେଇ ଏହି ଅବସରରେ ସଚେତନତା ସୃଷ୍ଟି କରାଯାଇଥାଏ।
ବାଳିକା ଶିଶୁଙ୍କୁ ଶିକ୍ଷା ସୁଯୋଗ ଯୋଗାଇଦେବା ସହିତ ବିଭିନ୍ନ କ୍ଷେତ୍ରରେ ସମାନ ସୁଯୋଗ ଉପଲବ୍ଧ କରାଇବା ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ।
ଏବେ ସରକାରଙ୍କ ନୂତନ ଯୋଜନା ଅନ୍ତର୍ଗତ ବାଳିକା ବଡ଼ ହୋଇ ଦେଶ ସୁରକ୍ଷା କ୍ଷେତ୍ରରେ ଯୋଗ ଦେଇପାରୁଛନ୍ତି। ଫଳରେ ଏବେ ଘର କାମଠାରୁ ଆରମ୍ଭ କରି ମହାକାଶ ପର୍ଯ୍ୟନ୍ତ ସବୁଠି ବାଳିକାଙ୍କ ଯୋଗଦାନ ଦେଶକୁ ସମୃଦ୍ଧି ପଥରେ ଅଗ୍ରସର କରାଇପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

‘ଆଉ ଥରେ ଜନ୍ମ ହେଲେ କବିଟିଏ ହୋଇ ଜନ୍ମ ହେବି’

ଏକାଧାରରେ ସେ ଜଣେ କବି, ଗାଳ୍ପିକ ଓ ନାଟ୍ୟକାର। ଦୀର୍ଘ ୪ଦଶନ୍ଧି ଧରି ତାଙ୍କ ଲେଖନୀ ମୁନରେ ଫୁଟେଇଛନ୍ତି ଏକାଧିକ ଗଳ୍ପ, କବିତା ଓ ନାଟକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri