ଜାନୁୟାରୀ ପହିଲାରୁ ଖେଳନା ଲାଗି ବାଧ୍ୟତାମୂଳକ ହେବ ବିଆଇଏସ୍‌

ନୂଆଦିଲ୍ଲୀ,୧୭।୯: କେନ୍ଦ୍ର ସରକାର ଘରୋଇ ବଜାରର ଖେଳନା ମାନୁଫାକଚର୍ସଙ୍କୁ ବୁଧବାର ଆଶ୍ୱସ୍ତି ଦେବା ଭଳି ପଦକ୍ଷେପ ନେଇଛନ୍ତି। ଖେଳନା ଲାଗି ବାଧ୍ୟତାମୂଳକ ବିଆଇଏସ୍‌ ପ୍ରମାଣନ କାର୍ଯ୍ୟକାରୀ ହେବା ସମୟକୁ ବଢ଼ାଇଛନ୍ତି। ୨୦୨୧ରୁ ଏହି ନୂଆ ନିୟମ କାର୍ଯ୍ୟକାରୀ ହେବ। ଏହା ମଧ୍ୟରେ ପୁରୁଣା ଷ୍ଟକ୍‌କୁ ବିକ୍ରି କରିବାକୁ ସୁବିଧା ହେବ ବୋଲି ଜଣାପଡିଛି। ପୂର୍ବରୁ ସେପ୍ଟେମ୍ବର ପହିଲାରୁ ଏହି ନୂଆ ନିୟମ ଲାଗୁ ହେବ ବୋଲି କୁହାଯାଇଥିଲା। ଏହା ହୋଇଥିଲେ ଉଭୟ ମାନୁଫାକଚର ଏବଂ ଟ୍ରେଡର ସମସ୍ୟା ସାମ୍ନା କରିଥାନ୍ତେ। ସମୟ ଅବଧି ବଢିବାରୁ ଏହା ମଧ୍ୟରେ ବଳକା ଷ୍ଟକ୍‌କୁ ବିକ୍ରି କରିବା ସୁବିଧା ହେବ ବୋଲି ଶିଳ୍ପ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri