ଏଣିକି ଅଫ୍‌ଲାଇନ୍‌ ନୁହେଁ ସବୁ ଅନ୍‌ଲାଇନ୍‌

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଏଣିକି ଅଫ୍‌ଲାଇନ୍‌ ନୁହେଁ ଅନ୍‌ଲାଇନ୍‌ରେ ଡିଏଲ୍‌ ଆବେଦନଠାରୁ ଆରମ୍ଭ କରି ଗାଡି ପରମିଟ୍‌ ଭଳି ସବୁ କାମ ହେବ। ନୂଆବର୍ଷଠାରୁ ପରିବହନ ବିଭାଗରେ ନୂଆ ସଂସ୍କାର ଅଣାଯିବ। ତଦନୁଯାୟୀ ଆର୍‌ଟିଓଗୁଡ଼ିକ ଦଲାଲ ମୁକ୍ତ ହେବ। ଅଫ୍‌ଲାଇନ୍‌ରେ ହୋଇଆସୁଥିବା କାର୍ଯ୍ୟଗୁଡ଼ିକରେ ଦଲାଲଙ୍କ ସମ୍ପୃକ୍ତି ରହୁଥିଲା। ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଶନିବାରଠାରୁ ଏହା ଲାଗୁ ହେବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଶୁକ୍ରବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜାର କରିଦେଲେ ଜାମ

ଅନୁଗୋଳ ଅଫିସ, ୪ା୫ ନିୟନ୍ତ୍ରଣ ବାହାରକୁ ଚାଲିଯାଉଥିବା କୋଭିଡ୍‌ ସଂକ୍ରମଣର ଚେନ୍‌ ଭାଙ୍ଗିବାକୁ ରାଜ୍ୟ ସରକାର ଆସନ୍ତା ୫ରୁ ୧୯ ତାରିଖ ଯାଏ ଲକ୍‌ଡାଉନ୍‌ ଘୋଷଣା...

ଦାଉ ସାଧିଲା ବାତ୍ୟା ‘ଜଓ୍ବାଦ’

ଜଗତ୍‌ସିଂହପୁର ଅଫିସ/ପାରାଦୀପ/ ଏରସମା/ତିର୍ତ୍ତୋଲ/ରଘୁନାଥପୁର/ ନାଉଗାଁ,୬ା୧୨(ସ୍ବ.ପ୍ର./ଡି.ଏନ୍‌.ଏ.): ବାତ୍ୟା ‘ଜୱାଦ’ ପ୍ରଭାବରେ ଜଗତ୍‌ସିଂହପୁର ଜିଲାରେ ହାରାହାରି ବର୍ଷା ୧୧୪.୩୭୫ ମିଲିମିଟର ରେକର୍ଡ ହୋଇଛି। ଅପରାହ୍ନ ୪ଟା ମଧ୍ୟରେ ଜଗତ୍‌ସିଂହପୁର ପୌରାଞ୍ଚଳର...

ମାସକରେ ୨୧ ଡାକ୍ତରଙ୍କ ବଦଳି, ନିଯୁକ୍ତି ନାହିଁ

ବ୍ରହ୍ମପୁର ଅଫିସ,୨୪।୪: ଦକ୍ଷିଣ ଓଡ଼ିଶାର ପ୍ରମୁଖ ଚିକିତ୍ସାଳୟ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜ ଲଗାତାର ସରକାରୀ ଅବହେଳାର ଶିକାର ହେଉଛି। ଏଠାରୁ ଅଭିଜ୍ଞ ଡାକ୍ତରମାନଙ୍କୁ...

ରାଜ୍ୟରେ ପୁଣି ଉପରମୁହାଁ ପାରଦ, ୨୩ରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଗତ ତିନିଦିନ ଧରି ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଥିଲା। ଶନିବାର ଠାରୁ ପାରଦ ପୁଣି ଉପରମୁହାଁ ହୋଇଛି। ସର୍ବ ନିମ୍ନ ୨ରୁ ୩...

ନ୍ୟାୟ ପାଉନାହାନ୍ତି ବଳାତ୍କୃତା: ଆଇନକୁ ପାଳୁନାହାନ୍ତି ସରକାର

କଟକ ଅଫିସ, ୧୩ା୬: ବଳାତ୍କାର ଶିକାର ହେଉଥିବା ପୀଡ଼ିତାମାନଙ୍କୁ ନ୍ୟାୟ ମିଳୁନାହିଁ। ଏମାନଙ୍କ ପାଇଁ ଆଇନରେ ସଂଶୋଧନ ଅଣାଯାଇଥିଲା। ପୂର୍ବରୁ ପୀଡ଼ିତାମାନଙ୍କୁ ସିଆର୍‌ପିସିର ୩୫୭ ଧାରା...

ବର୍ଣ୍ଣବୋଧ ବହି ଧରି ପ୍ରଚାର କରୁଛନ୍ତି ପ୍ରାର୍ଥୀ

ଆଳି,୧୩ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀମାନଙ୍କ ପ୍ରଚାରରେ କମ୍ପୁଛି ଆଳି ବ୍ଲକର ୩୪ ପଞ୍ଚାୟତ । ପ୍ରାର୍ଥୀମାନେ ଘରକୁ ଘର...

ବାଲେଶ୍ୱରର ୨ ବର୍ଷର ଶିଶୁକନ୍ୟା, ୩୨ ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ଫଳରେ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ରୁ ବୃଦ୍ଧି ପାଇ...

ଅମଳ ସରିଲା, ଏବେ ବିକ୍ରି ଚିନ୍ତା

ରୂପ୍‌ସା, ୨୧।୫-ରବିଧାନ ଅମଳ ସରିଗଲାଣି। ଏବେ ବିକ୍ରୀ ନେଇ ଚାଷୀ ଚିନ୍ତାରେ ପଡିଛି। ଏଯାଏ ଟୋକନ ମିଳିନି। ରବିଧାନରେ ବିହନ, ସାର, ଔଷଧ ଆଦି ପର୍ଯ୍ୟାପ୍ତ...

Advertisement
Archives

Model This Week