Posted inଫୁରସତ

ସୋସିଆଲ ମିଡିଆରେ ଗୋଟିଏ ପୋଷ୍ଟ କରିବାକୁ ଏତିକି ଟଙ୍କା ନିଅନ୍ତି ସେଲିବ୍ରିଟି

ଆଜିକାଲି ସୋସିଆଲ ମିଡିଆ ବେଶ୍‌ ଲୋକପ୍ରିୟତା ହାସଲ କରିଛି। ରାଜନେତାଙ୍କଠାରୁ ଆରମ୍ଭ କରି ଅଭିନେତା/ଅଭିନେତ୍ରୀମାନେ ସୋସିଆଲ ମିଡିଆ ଜରିଆରେ ନିଜ ମତ ପ୍ରକାଶ କରୁଛନ୍ତି। କିନ୍ତୁ ଜାଣନ୍ତି କି ସୋସିଆଲ ମିଡିଆରେ ଗୋଟିଏ ପୋଷ୍ଟ କରିବାକୁ ସେଲିବ୍ରିଟିମାନେ ଟଙ୍କା ନେଇଥାନ୍ତି। ଭାରତୀୟ ସେଲିବ୍ରିଟିମାନଙ୍କ ମଧ୍ୟ ପ୍ରିୟଙ୍କା ଚୋପ୍ରା ସୋସିଆଲ ମିଡିଆରେ ପୋଷ୍ଟ କରିବାକୁ ଅଧିକ ଟଙ୍କା ନେଇଥାନ୍ତି। ସେ ଗୋଟିଏ ପୋଷ୍ଟ ପାଇଁ ୨ କୋଟି ଟଙ୍କା ନେଇଥାନ୍ତି। ସେହିପରି ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଗୋଟିଏ ପୋଷ୍ଟ ପାଇଁ ଦେଢ କୋଟି, ଅମିତାଭ ବଚ୍ଚନ ୫୦ ଲକ୍ଷ, ଆଲିଆ ଏବଂ ଶାହରୁଖ ଖାନ୍‌ ଗୋଟିଏ ପୋଷ୍ଟ ପାଇଁ ଏକ କୋଟି ଟଙ୍କା ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri