୨୫ରୁ ବିଧାନସଭା, ୨ ଦିନ ହେବ କୋଭିଡ ଟେଷ୍ଟ୍‌

ଭୁବନେଶ୍ୱର,୧୯।୩(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ଆସନ୍ତା ୨୫ରୁ କଟକଣା ମଧ୍ୟରେ ଆରମ୍ଭ ହେବ । ଏହା ପୂର୍ବରୁ ସମସ୍ତ ମନ୍ତ୍ରୀ ଓ ବିଧାୟକଙ୍କ କୋଭିଡ ଟେଷ୍ଟ କରାଯିବ। ୨୩ ଓ ୨୪ ଦୁଇଦିନ ଧରି ବିଧାନସଭାରେ ବିଧାୟକ, କର୍ମଚାରୀ, ସାମ୍ବାଦିକଙ୍କ କୋଭିଡ଼ ଟେଷ୍ଟ କରାଯିବ । ପୌର ନିର୍ବାଚନ ଥିବାରୁ ଜିଲାସ୍ତରୀୟ ବିଧାୟକମାନେ କରୋନା ଟେଷ୍ଟ କରିବାକୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଚଳିତ ବର୍ଷ ହେବାକୁ ଥିବା ବଜେଟ ଅଧିବେଶନ ଏଥର ବି ୫ ଘଣ୍ଟା ଚାଲିବ ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri