ଆରମ୍ଭରୁ ଧାନ ତାତି: ଗୃହ ମୁଲତବୀ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ଶୁକ୍ରବାରଠାରୁ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ପକ୍ଷରୁ ମଣ୍ଡିରୁ ଧାନ ନ ଉଠିବା ପ୍ରସଙ୍ଗ ଉଠାଯାଇଥିଲା। ବିଧାନସଭାରେ କଂଗ୍ରେସ ବିଧାୟକ ହୋ-ହଲ୍ଲା କରିଥିଲେ। ଭାଜପା ବିଧାୟକ ମଣ୍ଡିରୁ ଧାନ ନ ଉଠିବା ପ୍ରସଙ୍ଗକୁ ନେଇ ବି ହଙ୍ଗାମା କରିଛନ୍ତି। ଗୃହ ମଧ୍ୟଭାଗରେ ଆସି ହଟ୍ଟଗୋଳ କରିବାରୁ ପ୍ରଶ୍ନକାଳ ଚାଲି ପାରି ନଥିଲା । ଫଳରେ ବାଚସ୍ପତି ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri