Posted inଫୁରସତ

ମାଟିରୁ ସୃଜନର ଓଁକାର

ଜୀବନ୍ତ ପୃଥିବୀରେ ଜୀବନସତ୍ତାକୁ ସୁରକ୍ଷିତ ରଖିବାରେ ମାଟି ବା ମୃତ୍ତିକାର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଛି। ମାଟିରୁ ହିଁ ସୃଜନର ଓଁକାର ସମ୍ଭବ ହୋଇପାରିଥାଏ। ତେବେ ମୃତ୍ତିକା ସଂରକ୍ଷଣ ଏବଂ ଏହାକୁ ପ୍ରଦୂଷଣ ମୁକ୍ତ କରିବା ସାମ୍ପ୍ରତିକ ଶିଳ୍ପାୟନ ପୃଥିବୀରେ ଅପରିହାର୍ଯ୍ୟ ହୋଇ ପଡ଼ିଛି। ମାଟି ରହିଲେ ହିଁ ଇକୋସିଷ୍ଟମ୍‌ରେ ସମନ୍ବୟ ସମ୍ଭବ ହୋଇପାରିଥାଏ। ତେଣୁ ମୃତ୍ତିକା ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଡିସେମ୍ବର ୫ରେ ବିଶ୍ୱ ମୃତ୍ତିକା ଦିବସ ପାଳନ କରାଯାଇଥାଏ।

ମୃତ୍ତିକା ସମ୍ପଦର ସୁପରିଚାଳନା ଲାଗି ୨୦୦୨ରେ ଆନ୍ତର୍ଜାତୀୟ ମୃତ୍ତିକା ବିଜ୍ଞାନ (ଆଇୟୁଏସ୍‌ଏସ୍‌) ଦ୍ୱାରା ଏକ ଆନ୍ତର୍ଜାତୀୟ ଦିବସ ପାଳନ ଲାଗି ପ୍ରସ୍ତାବ ଆଗତ କରାଯାଇଥିଲା। ଥାଇଲାଣ୍ଡର ନେତୃତ୍ୱରେ ଏବଂ ଗ୍ଲୋବାଲ ମୃତ୍ତିକା ସଂଗଠନ ସହଯୋଗରେ, ଏକ ସଚେତନତା ବୃଦ୍ଧି ପ୍ଲାଟଫର୍ମ ଗଠନ କରାଯାଇଥିଲା। ସର୍ବସମ୍ମତି କ୍ରମେ ଜୁନ ୨୦୧୩ରେ ବିଶ୍ୱ ମୃତ୍ତିକା ଦିବସ ପାଳନ ପାଇଁ ସ୍ବୀକୃତି ପ୍ରଦାନ କରାଯାଇଥିଲା। ଜାତିସଂଘର ୬୮ତମ ସାଧାରଣ ସଭାରେ ଏହାକୁ ଡିସେମ୍ବର୨୦୧୩ରେ ଅନୁମୋଦନ କରାଯାଇଥିଲା। ଏହାପରୋ ୫ ଡିସେମ୍ବର ୨୦୧୪ରେ ପ୍ରଥମ ବିଶ୍ୱ ମୃତ୍ତିକା ଦିବସ ପାଳନ କରାଯାଇଥିଲା।

ମୃତ୍ତିକା ପ୍ରଦୂଷଣକୁ ରୋକିବା ପାଇଁ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାରରୁ ଦୂରେଇ ରହିବା, ଇକୋ-ଫ୍ରେଣ୍ଡଲି ଉିତ୍ପାଦ ବ୍ୟବହାର କରିବା ଏବଂ କ୍ଷତିକାରକ ବର୍ଜ୍ୟ ପଦାର୍ଥ ମାଟିରେ ନ ପକାଇବା ସମ୍ପର୍କରେ ଏହି ଦିବସ ପାଳନ ଅବସରରେ ସଚେତନତା ସୃଷ୍ଟି କରାଯାଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri