ହସ୍ପିଟାଲ ଛକରୁ ଗୋଡ଼େଇ ଗୋଡ଼େଇ ହାଣିଲେ

ଲୋଇସିଂହା,୧।୫(ଡିି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହାରେ ଶନିବାର ବିଳମ୍ବିତ ରାତିରେ ସଂଘବଦ୍ଧ ଆକ୍ରମଣ ହୋଇଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଜଡ଼ାମୁଣ୍ଡାର ବସ୍ତିର ରୂପକ ହନୁମାନ। ଗୁରୁତର ସରୋଜ ବିଶି। ଗୁରୁତର ସରୋଜଙ୍କୁ ବଲାଙ୍ଗୀରରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଖବରପାଇ ଲୋଇସିଂହା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ପଠାଇଛି ।
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରୂପକ ଓ ସରୋଜଙ୍କୁ କେତେକ ଯୁବକ ମାରଣାସ୍ତ୍ରଧରି ହସ୍ପିଟାଲ ଛକରୁ ଗୋଡ଼େଇ ଗୋଡ଼େଇ ହାଣିଥିଲେ । ଜୀବନ ବଞ୍ଚାଇବାକୁ ଯାଇ ଉଭୟ ହସ୍ପିଟାଲ ପରିସରକୁ ପଶିଯାଇଥିଲେ। ହେଲେ ଆକ୍ରମଣକାରୀ ହସ୍ପିଟାଲରେ ଆକ୍ରମଣ କରିଥିଲେ। ଆପରପକ୍ଷେ ଲୋଇସିଂହା ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତ୍ୟାଧୁନିକ କଣ୍ଟ୍ରୋଲ ରୁମ୍‌ ଉଦ୍‌ଘାଟିତ

ଢେଙ୍କାନାଳ ଅଫିସ, ୨୦।୩ ରାଜ୍ୟରେ ଆରମ୍ଭ ହୋଇଛି ଏମରଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ୍‌ (ଇଆରଏସ୍‌ଏସ୍‌) ବ୍ୟବସ୍ଥା। ଏଥିସହ ଜାରି କରାଯାଇଇଛି ହେଲ୍‌ପ ଲାଇନ୍‌ ନମ୍ବର-୧୧୨। ମୁଖ୍ୟମନ୍ତ୍ରୀ...

୫ ଦିନ ହେଲା ହନୁମାଙ୍କଡ଼ ଆତଙ୍କ: ୧୫ରୁ ଊର୍ଦ୍ଧ୍ୱ ଆହାତ

ପୁରୁଷୋତ୍ତମପୁର,୧୯।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବାଘଳା ଗ୍ରାମରେ ଗତ ୫ ଦିନ ହେଲା ଦୁଇଟି ହନୁମାଙ୍କଡ ଦୌରାତ୍ମ୍ୟ ଚଐାଇଛନ୍ତି। ଏପରିକି ୧୫ ରୁ...

ଲକ୍‌ଡାଉନ୍‌ରେ ଜୀବିକା: ସଙ୍କଟରେ ଟେରାକୋଟା ଶିଳ୍ପୀ

କେନ୍ଦୁଝର,୧୧। ୬ (ସ୍ବ.ପ୍ର.)-ଜୀବନ ଜୀବିକାକୁ ଲକ୍‌ କରିଦେଇଛି କରୋନା ଲକ୍‌ଡାଉନ। ଏହି ଲକ୍‌ଡାଉନରେ ଜୀବିକା ହରାଇଛନ୍ତି ଘଟଗାଁ ବ୍ଲକ ବାଟହରିଚନ୍ଦନପୁର(ବଳଭଦ୍ରପୁର)ର ଟେରାକୋଟା କାରିଗର। ନିର୍ଜୀବ ମାଟିର...

୭ ମାସ ହେବ ସବ୍‌ଷ୍ଟେଶନ ଅଚଳ : ଶକ୍ତିବିଭାଗର ପାରିବା ପଣିଆ ପ୍ରତି ପ୍ରଶ୍ନବାଚୀ

କୋରୁକୋଣ୍ଡା,୧୨।୯(ଡି.ଏନ୍‌.ଏ.) : ମାଲକାନଗିରି ଜିଲା କୋରୁକୋଣ୍ଡା ସଦରଠାରେ ସାଉଥ୍‌କୋ ଦ୍ୱାରା ପରିଚାଳିତ ସବ୍‌ଷ୍ଟେଶନଟି ଆଜକୁ ଦୀର୍ଘ ୭ ମାସ ହେବ ଅଚଳ ହୋଇପଡ଼ିଛି। ଫଳରେ ଏନେଇ...

ବାହ୍ୟଜଗତରୁ ବିଚ୍ଛିନ୍ନ ୧୩ ଗାଁ

ଖୋର୍ଦ୍ଧା ଅଫିସ,୧୦।୯: ରାଜୁଆ ନଦୀର ଜଳ ମହାନଦୀ ଓ ଚିଲିକାକୁ ନିଷ୍କାସନ ହୋଇ ପାରୁ ନ ଥିବାରୁ ଖୋର୍ଦ୍ଧା ଜିଲାର ଓରବରସିଂହ ଓ ନରଣଗଡ ପଞ୍ଚାୟତର...

୯ମ ଦିନରେ ଆମରଣ ଅନଶନ: ଅସୁସ୍ଥ ହୋଇପଡ଼ିବା ଯୋଗୁ ୨ କାଉନସିଲର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ଦେବଗଡ଼,୨।୮(ଡି.ଏନ୍‌.ଏ.) : ଦେବଗଡ଼ ପୌର ପରିଷଦ ମହାଦୁର୍ନୀତିର ତଦନ୍ତ ସହ ୧୫ ଦଫା ଦାବି ନେଇ ପୌର ପରିଷଦର ୭ କାଉନସିଲରଙ୍କ ଆମରଣ ଅନଶନ ମଙ୍ଗଳବାର...

ସିଦ୍ଧମଠ ଔଷଧୀୟ ବଗିଚାର ପୁନରୁଦ୍ଧାର ଦାବି

କେନ୍ଦୁଝର,୩୧ା୫(ସ୍ବ.ପ୍ର.) କେନ୍ଦୁଝର ପୁରୁଣାବଜାର ଠାରେ ଥିବା ପ୍ରାଚୀନ ଧାର୍ମିକ ପୀଠ ସିଦ୍ଧମଠ ରକ୍ଷଣାବେକ୍ଷଣ ଅଭାବରୁ ଅବହେଳିତ ହୋଇପଡିଛି ା ପ୍ରାକୃତିକ ସାୈନ୍ଦର୍ଯ୍ୟ ପରିବେଶ ମଧ୍ୟରେ ଥିବା...

ଦୁର୍ବ୍ୟବହାର ଅଭିଯୋଗ; ଏସ୍‌ପିଙ୍କ ଅଫିସ ଆଗରେ ପୋଲିସ ସଂଘର ଧାରଣା

ଛତ୍ରପୁର,୧୭ା୧୦(ଡି.ଏନ.ଏ.)- ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ବୁଧବାର ଶପଥପାଠ କରିଛନ୍ତିି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଏସ୍‌ପି ପତିତପାବନ...

Advertisement
Archives

Model This Week