ମାମି ଫିଲ୍ମ ଫେଷ୍ଟିଭାଲ ବୋର୍ଡ଼ରୁ କରନ ଜୋହରଙ୍କ ଇସ୍ତଫା

ମୁମ୍ବାଇ: ଫିଲ୍ମ ଫେଷ୍ଟିଭାଲ ବୋର୍ଡ ମୁମ୍ବାଇ ଏକାଡେମୀ ଅଫ୍‌ ମୁଭିଂ ଇମେଜ (ଏମଏଏମଆଇ)ର ସଦସ୍ୟ ପଦରୁ ଶନିବାର ବଲିଉଡ ଚଳଚ୍ଚିତ୍ର ନିର୍ଦ୍ଦେଶକ କରନ ଜୋହର ଇସ୍ତଫା ଦେଇଛନ୍ତି। ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରଠାରୁ ଚାପରେ ଥିଲେ କରନ। କରନ ନେପୋଟିଜିମ୍‌କୁ ପ୍ରୋତ୍ସାହିତ କରୁଥିବା ନେଇ ଅଭିଯୋଗ ହୋଇଥିଲା। ପରେ ପ୍ରଶଂସକମାନେ ତାଙ୍କୁ ସମାଲୋଚନା କରିବା ଯୋଗୁ ସେ ଏପରି କରିଥିବା ଚର୍ଚ୍ଚାର ବିଷୟ ପାଲଟିଛି। ଫେଷ୍ଟିଭାଲର ଚେୟାରପର୍ସନ ଓ ଦୀପିକା ପାଦୁକୋନ ତାଙ୍କୁ ବୁଝାଇଥିଲେ ମଧ୍ୟ ସେ ଶୁଣି ନ ଥିଲେ। ଟୁଇଟରରେ ସେ କେବଳ ୮ଜଣଙ୍କୁ ଛାଡି ଦେଲେ ଅନ୍ୟ ସମସ୍ତଙ୍କୁ ଅନଫଲୋ କରିଦେଇଛନ୍ତି। ସେହିପରି ଇନ୍‌ଷ୍ଟାଗ୍ରାମର କମେଣ୍ଟ ବକ୍ସ ମଧ୍ୟ ବନ୍ଦ କରି ଦେଇଛନ୍ତି। ସିନେପ୍ରେମୀ କରନଙ୍କ ଉପରେ ବିଭିନ୍ନ ଆରୋପ ଲଗାଉଥିଲେ ହେଁ କୌଣସି ବଲିଉଡ କଳାକାର ତାଙ୍କ ସପକ୍ଷରେ ବାହାରି ନ ଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ଘଣ୍ଟା ହସ୍ପିଟାଲ୍‌ରେ ରହିବା ପରେ ପୁଣି ଜେଲ୍‌ ଗଲେ ଇମ୍ରାନ: ନାଟକ କରୁଛନ୍ତି ମୁନିର

ଇସଲାମାବାଦ୍‌,୨୧।୮: ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସମସ୍ୟା ଥମିବାର ନାଁ ଧରୁନି। ତାଙ୍କୁ ହସ୍ପିଟାଲରୁ ପୁଣି ଜେଲକୁ ପଠାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ, ଇମ୍ରାନଙ୍କୁ କଡ଼ା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri