Posted inଜାତୀୟ

ଦକ୍ଷିଣରୁ ଗୋରଖନାଥ ମନ୍ଦିର ଆସିଲେ ଭବାନୀ-ଭୋଲୁ

ଲକ୍ଷ୍ନୌ,୨୧।୯: ଆନ୍ଧ୍ରପ୍ରଦେଶର ୟେଲେଶ୍ୱରମରେ ଥିବା ଗୋଶାଳାରୁ ଗୋରଖନାଥ ମନ୍ଦିରକୁ ନାଦିପଥି କ୍ଷୁଦ୍ର ପ୍ରଜାତିର (ଗୋଟିଏ ଗାଈ ଏବଂ ଗୋଟିଏ ବାଛୁରୀ) ଶନିବାର ଅଣାଯାଇଛି। ଏମାନେ ଆସିବା ପରେ ଗୋରକ୍ଷପିଠାଧିଶ୍ୱର ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏମାନଙ୍କର ନାମକରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗାଈର ନାମ ଭବାନୀ ଏବଂ ବାଛୁରୀକୁ ଭୋଲୁ ନାମ ଦେଇଛନ୍ତି। ମନ୍ଦିରର ଗୋଶାଳାରେ ଦକ୍ଷିଣରୁ ଆସିଥିବା ଏହି ଯୋଡି ଗାଈମାନଙ୍କର ନାମକରଣ କରିବା ପରେ, ମୁଖ୍ୟମନ୍ତ୍ରୀ ସେମାନଙ୍କ ସହ ବହୁତ କଥା ହୋଇଥିଲେ ଏବଂ ସେମାନଙ୍କୁ ବହୁତ ସ୍ନେହ କରିଥିଲେ। ଗୋସେବକ ମୁଖ୍ୟମନ୍ତ୍ରୀଙ୍କ ପ୍ରେମ ଯୋଗୁଁ, ଦୁଇ ଦିନ ମଧ୍ୟରେ ଦୂର ସ୍ଥାନରୁ ଆସିଥିବା ଏହି ଗାଈମାନେ ନିଜକୁ ସମ୍ପୂର୍ଣ୍ଣ ଭାବେ ଆପଣାର ହୋଇ ଯାଇଥିଲେ।
ନାଦିପଥି କ୍ଷୁଦ୍ର ପ୍ରଜାତିର ଗାଈକୁ ବିଶ୍ୱର ସବୁଠାରୁ ଛୋଟ ଗାଈ ଭାବରେ ବିବେଚନା କରାଯାଏ। ପୁଙ୍ଗନୁର ପ୍ରଜାତିର ପ୍ରଜନନ ଦ୍ୱାରା ଏହା ବିକଶିତ ହୋଇଛି। ନାଦିପଥି ମିନିଏଚରକୁ ମାଇକ୍ରୋ ମିନିଏଚର୍‌ ମଧ୍ୟ କୁହାଯାଏ। ଗୁରୁବାର ବିଳମ୍ବିତ ରାତିରେ ଆନ୍ଧ୍ରପ୍ରଦେଶର ନାଦିପଥି ଗୋଶାଳାରୁ ଗୋରଖନାଥ ମନ୍ଦିରକୁ ଏହି ଗାଈୁ ଓ ବାଛୁରୀକୁ ଅଣାଯାଇଥିଲା।
ମୁଖ୍ୟମନ୍ତ୍ରୀ ତଥା ଗୋରକ୍ଷପିଠାଧିଶ୍ୱର ଯୋଗୀ ଆଦିତ୍ୟନାଥ ଶୁକ୍ରବାର ସକାଳେ ଏହି ଗାଈମାନଙ୍କୁ ସ୍ନେହରେ ସ୍ନାନ କରାଇଥିଲେ ଏବଂ ସେମାନଙ୍କୁ ନିଜ ହାତରେ ଖଜୁରୀ ଏବଂ ଘାସ ଖାଇବାକୁ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ୨ ଦିନ ହେବ ଶୋଇ ପାରି ନାହାଁନ୍ତି ଏହି ଗାୟିକା, କାହିଁକି? କହିଲେ ଏହାର କାରଣ

ନୂଆଦିଲ୍ଲୀ,୮।୩: ରବିବାରି, ୮ ମାର୍ଚ୍ଚରେ, ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଗାୟିକା ଫାଲଗୁନି ପାଠକ ସମାପନ ଉତ୍ସବରେ…

ଅନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଓଡ଼ିଶାର…

ବଲାଙ୍ଗୀର,୮ା୩(ସୁନିଲ କୁମାର ମହାନ୍ତି): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଅଡିଟୋରିୟମରେ ବଲାଙ୍ଗୀର ଜିଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦ୍‌ଘାଟିତ ହୋଇଛି।…

‘ଓ୍ବାର୍ଲଡ କପ ଆମର’, କିଏ ଆଉ କାହିଁକି କହିଲେ ଏମିତି? ଫାଇନାଲ ମ୍ୟାଚ ପୂର୍ବରୁ ଚର୍ଚ୍ଚାରେ ଏହି ବୟାନ

ନୂଆଦିଲ୍ଲୀ,୮।୩: ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ସା ୭ଟାରୁ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ…

ଅନ୍ତର୍ଜାତୀୟ ମହିଳା ଦିବସରେ ଏକାଠି ହେଲେ ମହିଳା, ନିଜେ ସ୍ବାବଲମ୍ବୀ ହେବା ସହ…

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଆମ୍ବ ବଗିଚାଠାରେ ରବିବାର ମଧ୍ୟାହ୍ନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ନାରୀ ମହାସଂଘର…

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବେପରୁଆ ନୀତି : ବିଭାଗକୁ ସିଧା ସଳଖ ଦାୟୀ

ଗଞ୍ଜାମ,୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା ସମାପନ ହେବା ପରେ ଆରମ୍ଭ ହୋଇଛି ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା । ପ୍ରତି ବର୍ଷ ଭଳି…

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri