ଆଜିଠୁ ୪୭ କେନ୍ଦ୍ରରେ ଓଜେଇଇ

ଭୁବନେଶ୍ୱର,୮।୫(ବ୍ୟୁରୋ): ସୋମବାରଠାରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା(ଓଜେଇଇ) ପରୀକ୍ଷା ଆରମ୍ଭ ହେଉଛି। ୨୩ ପାଠ୍ୟକ୍ରମରେ ମୋଟ ୫୫,୯୭୯ଜଣ ପରୀକ୍ଷାର୍ଥୀ ପରୀକ୍ଷାଦେବାକୁ ନାମ ପଞ୍ଜୀକରଣ କରିଛନ୍ତି। ଏଥିପାଇଁ ରାଜ୍ୟରେ ୩୦ ସ୍ଥାନରେ ୪୪ ପରୀକ୍ଷା ସେଣ୍ଟର କରାଯାଇଥିବାବେଳେ ରାଜ୍ୟ ବାହାରେ ୩ଟି ସ୍ଥାନରେ ୩ଟି ସେଣ୍ଟରରେ ଓଜେଇଇ ଅନୁଷ୍ଠିତ ହେବ। କେବଳ ୧୦ ତାରିଖକୁ ବାଦ୍‌ ଦେଲେ ୧୫ ତାରିଖ ଯାଏ ପ୍ରତିଦିନ ଦୈନିକ ୩ଟି ପର୍ଯ୍ୟାୟରେ ସିବିଟି ମାଧ୍ୟମରେ ପରୀକ୍ଷା ହେବ। ପରୀକ୍ଷା ଅବଧି ଦୁଇଘଣ୍ଟାର ରହିବ। ସକାଳ ୯ରୁ ୧୧ ପ୍ରଥମ ପର୍ଯ୍ୟାୟ, ଦିନ ୧୨ଟା ୩୦ରୁ ୨ଟା ୩୦ ଦ୍ୱିତୀୟ ପର୍ଯ୍ୟାୟ, ଓ ସାଢ଼େ ୪ରୁ ସାଢ଼େ ୬ ତୃତୀୟ ପର୍ଯ୍ୟାୟ ରହିବ। ପ୍ରଥମ ଦିନରେ ଲାଟେରାଲ ଡିପ୍ଲୋମା ଛାତ୍ରଛାତ୍ରୀଙ୍କ ପରୀକ୍ଷା ଅନୁଷ୍ଠିତ ହେବାକୁ ଥିବାବେଳେ, ୨ୟ ଦିନ ଏମ୍‌ସିଏ, ଏମ୍‌ଟେକ ଏଣ୍ଟ୍ରାନ୍ସ ଅନୁଷ୍ଠିତ ହେବ। ପର୍ଯ୍ୟାୟ କ୍ରମେ ଅନ୍ୟାନ୍ୟ ବର୍ଗରେ ନାମଲେଖା ପାଇଁ ପ୍ରବେଶିକା ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri