ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଜିଠାରୁ ପାଇବେ ଏତିକି ଅଧିକ ଟଙ୍କା, ୧ ଲକ୍ଷର ବୀମା

ଭୁବନେଶ୍ୱର,୧।୬: ଓମ୍‌ଫେଡ୍‌ ଦୁଗ୍ଧ ଚାଷୀଙ୍କ ପାଇଁ ଖୁସିଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରବିବାରଠାରୁ ଚାଷୀମାନେ ଲିଟର ପିଛା ଅଧିକ ୩ ଟଙ୍କା ପାଇବେ। ଏମିତିରେ ଖାଉଟିଙ୍କ ପାଇଁ ବୃଦ୍ଧି ହେବାକୁ ଥିବା ୪ ଟଙ୍କାରୁ ୨ ଟଙ୍କା ସରକାର ବହନ କରିବେ ବୋଲି ଘୋଷଣା କରାଯାଇଛି। ତେବେ ବାକି ୨ ଟଙ୍କା ଖାଉଟିଙ୍କୁ ବହନ କରିବାକୁ ପଡ଼ିବ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ରାଜ୍ୟର ୨ ଲକ୍ଷ ୫୦ ହଜାର ଦୁଗ୍ଧଚାଷୀ ଉପକୃତ ହେବେ। ଏହାଛଡ଼ା ଚାଷୀଙ୍କ ଅକାଳ ମୃତ୍ୟୁ ହେଲେ ୧ ଲକ୍ଷ ଟଙ୍କାର ଜୀବନବୀମା ମିଳିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri