ଆଜିଠାରୁ ଖୋଲା ପେଟ୍ରୋଲ ଦେଲେ ହେବ କାର୍ଯ୍ୟାନୁଷ୍ଠାନ । ଓଡ଼ିଶାରେ ପେଟ୍ରୋଲ ପମ୍ପରୁ ବୋତଲ କିମ୍ବା ଅନ୍ୟ କୌଣସି ଜାରରେ ଗ୍ରାହକ ପେଟ୍ରୋଲ ଆଣିପାରିବେ ନାହିଁ ।