ଆଜିଠୁ ଘରଘର ବୁଲି ସର୍ଭେ କରିବେ ଶିକ୍ଷକ, ଶିକ୍ଷୟିତ୍ରୀ: ଅଧାରୁ ପାଠ ଛାଡ଼ିଥିବା ପିଲାଙ୍କ…

ଭୁବନେଶ୍ୱର,୩୦।୪: ଛାତ୍ରୀଛାତ୍ର ଅଧାରୁ ପାଠ ଛାଡ଼ିବା ନେଇ ବୁଧବାରଠୁ ସର୍ଭେ ଆରମ୍ଭ ହୋଇଛି। ଏହି ସର୍ଭେ ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ହେବ। ଘରକୁ ଘର ବୁଲି ସର୍ଭେ କରିବେ ଶିକ୍ଷକ, ଶିକ୍ଷୟିତ୍ରୀ। ଶୂନରୁ ୧୮ ବର୍ଷର ପିଲାଙ୍କ ତଥ୍ୟ ସଂଗ୍ରହ କରାଯିବ । ଅଧାରୁ ପାଠ ଛାଡ଼ିଥିବା ପିଲାଙ୍କୁ ଦିଆଯିବ ଅଧିକ ଗୁରୁତ୍ୱ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri