Posted inରାଜ୍ୟ

ଆଜିଠୁ ଯୁକ୍ତ୩ ଆବେଦନ: ୨୫ ପର୍ଯ୍ୟନ୍ତ ଚାଲିବ, ୩୧ରେ ପ୍ରଥମ ମେରିଟ ଲିଷ୍ଟ

ଭୁବନେଶ୍ୱର, ୧୧।୮(ବ୍ୟୁରୋ) – ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ନାମଲେଖା ପାଇଁ ଗୁରୁବାରଠାରୁ ଆବେଦନ ଆରମ୍ଭ ହେବ। ସାମ୍ସ ଓ୍ବେବ୍‌ସାଇଟ୍‌ www.samsodisha.gov.inରେ ଛାତ୍ରୀଛାତ୍ର ଗୁରୁବାର ପୂର୍ବାହ୍ନ ୧୧ଟାରୁ ୨୫ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଆବେଦନ କରିପାରିବେ। ୩୧ ତାରିଖ ପୂର୍ବାହ୍ନ ୧୧ଟାରେ ପ୍ରଥମ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଚୟନ ହୋଇଥିବା ଛାତ୍ରୀଛାତ୍ର ସେପ୍ଟେମ୍ବର ୨ରୁ ୫ (ରବିବାର ବ୍ୟତୀତ) ଅପରାହ୍ନ ୫ଟା ମଧ୍ୟରେ ନାମ ଲେଖାଇବେ। ସେପ୍ଟେମ୍ବର ୧୧ରେ ଦ୍ୱିତୀୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ ଓ ମନୋନୀତ ଛାତ୍ରୀଛାତ୍ର ୧୨ରୁ ୧୪ ତାରିଖ ଅପରାହ୍ନ ୫ଟା ଭିତରେ ନାମ ଲେଖାଇବେ। ଦୁଇଟି ପର୍ଯ୍ୟାୟ ନାମଲେଖା ପରେ ସ୍ପଟ୍‌ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ସୂଚନାଯୋଗ୍ୟ, ଚଳିତବର୍ଷ ଯୁକ୍ତ୨ ପାସ୍‌ହାର ତୁଳନାରେ ରାଜ୍ୟର ପ୍ରମୁଖ ଡିଗ୍ରୀ କଲେଜଗୁଡିକରେ ସିଟ୍‌ ସଂଖ୍ୟା କମ୍‌ ରହିଛି। ରାଜ୍ୟରେ ଏଥର ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଷୟରେ ମୋଟ ୨,୬୬,୫୬୮ଜଣ ପାସ୍‌ କରିଛନ୍ତି। ତେବେ ରାଜ୍ୟରେ ଥିବା ଡିଗ୍ରୀ କଲେଜରେ ୨ଲକ୍ଷ ୪୯ହଜାର ୪୫୩ ସିଟ୍‌ ରହିଛି। ତେଣୁ ସିଟ୍‌ ସଂଖ୍ୟାଠାରୁ ପାସ୍‌ ହୋଇଥିବା ପିଲାଙ୍କ ସଂଖ୍ୟା ୧୭,୧୧୫ ଅଧିକ ରହିଛି। ତେଣୁ ନାମଲେଖାରୁ ଯେପରି ଛାତ୍ରୀଛାତ୍ର ବଞ୍ଚତ୍ତ ନ ହେବେ, ତାହା ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri