ଆଜିଠୁ ହାଇକୋର୍ଟର ପୂଜା ଅବକାଶ

କଟକ ଅଫିସ,୧।୧୦: ଅକ୍ଟୋବର ପହିଲାରୁ ହାଇକୋର୍ଟର ପୂଜା ଅବକାଶ ଆରମ୍ଭ ହେଉଛି । ଏଥିପାଇଁ ଅକ୍ଟୋବର ୯ ପର୍ଯ୍ୟନ୍ତ ଅଦାଲତ ବନ୍ଦ ରହିବ । ୧୦ ତାରିଖରୁ ହାଇକୋର୍ଟରେ ପୂର୍ବ ପରି କାର୍ଯ୍ୟ ଚାଲିବ । ପୂଜା ଅବକାଶରେ ୩ ଦିନ ଅର୍ଥାତ ଅକ୍ଟୋବର ୧, ୬ ଓ ୭ ତାରିଖ ଦିନ ୧୧ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଅବକାଶକାଳୀନ କୋର୍ଟ କାର୍ଯ୍ୟ କରିବ ।
ବିଚାରପତି ଭାବେ ଏହି ସମୟରେ ହେବାକୁ ଥିବା ବିଭିନ୍ନ ଜରୁରିକାଳୀନ ମାମଲାଗୁଡିକର ଶୁଣାଣି କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri