ଆଜିଠୁ ହାଇକୋର୍ଟର ପୂଜା ଅବକାଶ

କଟକ ଅଫିସ,୧।୧୦: ଅକ୍ଟୋବର ପହିଲାରୁ ହାଇକୋର୍ଟର ପୂଜା ଅବକାଶ ଆରମ୍ଭ ହେଉଛି । ଏଥିପାଇଁ ଅକ୍ଟୋବର ୯ ପର୍ଯ୍ୟନ୍ତ ଅଦାଲତ ବନ୍ଦ ରହିବ । ୧୦ ତାରିଖରୁ ହାଇକୋର୍ଟରେ ପୂର୍ବ ପରି କାର୍ଯ୍ୟ ଚାଲିବ । ପୂଜା ଅବକାଶରେ ୩ ଦିନ ଅର୍ଥାତ ଅକ୍ଟୋବର ୧, ୬ ଓ ୭ ତାରିଖ ଦିନ ୧୧ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଅବକାଶକାଳୀନ କୋର୍ଟ କାର୍ଯ୍ୟ କରିବ ।
ବିଚାରପତି ଭାବେ ଏହି ସମୟରେ ହେବାକୁ ଥିବା ବିଭିନ୍ନ ଜରୁରିକାଳୀନ ମାମଲାଗୁଡିକର ଶୁଣାଣି କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?