7 Famous beaches in INDIA: ଥରେ ଗଲେ ଭୁଲିଯିବେ ଗୋଆ, ପର୍ଯ୍ୟଟକଙ୍କୁ ବାନ୍ଧି ରଖୁଛି ଭାରତର ଏହି ୭ ସମୁଦ୍ରକୂଳ …

ଖରାଦିନେ ବୁଲିବାକୁ ଇଚ୍ଛା ହେଲେ ସମୁଦ୍ରକୂଳ ସମସ୍ତଙ୍କର ପସନ୍ଦର ସ୍ଥାନ ପାଲଟେ। ଭାରତରେ ସମୁଦ୍ରତଟ ଦେଖିବା ଲାଗି ୯ ସୁନ୍ଦର ସ୍ଥାନ ରହିଛି, ଯେଉଁଠିକୁ ଯିବାକୁ ଆପଣ ପ୍ଲାନ୍‌ କରିପାରିବେ। କେରଳର ସମୁଦ୍ରଗୁଡ଼ିକ ପର୍ଯ୍ୟଟଙ୍କ ମନ ମୋହିଥାଏ।

ଆଣ୍ଡାମାନ ଏବଂ ନିକୋବର ଦ୍ୱିପପୁଞ୍ଜର ସମୁଦ୍ରକୂଳ ଲୋଭନୀୟ ହୋଇଥାଏ।


ସେହିଭଳି ମମଲ୍ଲାପୁରମ୍‌ ଏକ ଐତିହାସିକ ସମୁଦ୍ରତଟ, ଯାହାକି ତାମିଲନାଡ଼ୁରେ ରହିଛି।

Mamallapuram Beach which includes a sandy beach

ପଣ୍ଡିଚେରୀର ସମୁଦ୍ର ପର୍ଯ୍ୟଟକଙ୍କୁ ଆକର୍ଷିତ କରିଆସୁଛି।

Most Popular Beaches in Pondicherryକର୍ନାଟକରେ ଆପଣ ଉଡ୍ଡୁପରୀର କପିଲ୍‌ ସମୁଦ୍ରକୂଳକୁ ଯାତ୍ରା କରିପାରିବେ।

Kappil Beach
ମୁମ୍ବାଇରେ ଅଲିବାଗ୍‌ ସମୁଦ୍ରକୂଳକୁ ଯାଇପାରିବେ।

ପୁରୀର ସମୁଦ୍ରକୂଳ ବହୁତ ଆକର୍ଷକ ଏବଂ ସୁନ୍ଦର ବୋଲି କୁହାଯାଏ।

Puri Beach Photosଏସବୁ ସ୍ଥାନକୁ ଯାଇ ଆପଣ ସ୍ଥାନୀୟ ସଂସ୍କୃତିର ଅନୁଭବ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ଉପଚାର ଦ୍ୱାରା ରୂପଚର୍ଯ୍ୟା

ଗ୍ରୀକ୍‌, ଇଜିପ୍ଟରେ ବହୁ ବର୍ଷ ପୂର୍ବେ ସୌନ୍ଦର୍ଯ୍ୟକୁ ନେଇ ମଧ୍ୟ ଲୋକେ ବେଶ୍‌ ସଜାଗ ରହୁଥିଲେ ବୋଲି ଇତିହାସରେ ବର୍ଣ୍ଣନା କରା ଯାଇଛି । ଜାଣନ୍ତୁ...

ଅନେକ ରୋଗର ମହୋଷଧି ରସୁଣ

ରସୁଣ ଖାଇବାର ଲାଭ ଅନେକ। ଆୟୁର୍ବେଦରେ ରସୁଣକୁ ମହୌଷଧି ଭାବେ ବିବେଚିତ କରାଯାଇଛି। କୁହାଯାଏ, କୌଣସି ନା କୌଣସି ରୂପରେ ରସୁଣକୁ ଡାଏଟ ପ୍ଲାନରେ ସାମିଲ...

ପେଟ କମାଏ ଗୋଲମରିଚ

ଆମ ରୋଷେଇ ଘରେ ମିଳୁଥିବା ଅନେକ ପ୍ରକାରର ମସଲା ଆମକୁ ନିରୋଗ ରଖିବାରେ ସହାୟ ହୋଇଥାଏ। ହେଲେ ଏହାର ବ୍ୟବହାର ସମ୍ପର୍କରେ ଅନେକ ସମୟରେ ଆମେ...

କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ

ମଣିଷ ଶରୀରରୁ ବିଷାକ୍ତ ପଦାର୍ଥକୁ ମୁତ୍ର ଆକାରରେ ବାହାର କରିବା ଏବଂ ରକ୍ତକୁ ପରିସ୍କାର କରିବାରେ ମୁଖ୍ୟ ଭୂମିକା ବହନ କରିଥାଏ ବୃକକ୍‌ ବା କିଡ୍‌ନୀ।...

ଅସ୍ଥିକୁ ଶକ୍ତ କରେ ଖଜୁରି

ଖଜୁରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ ଯଦି ଜଣେ ବ୍ୟକ୍ତି ନିୟମିତ ଖଜୁରି ଖାଆନ୍ତି ତେବେ...

ଯକ୍ଷ୍ମାକୁ ନିର୍ମୂଳ କରିବା ସମ୍ଭବ

ଯକ୍ଷ୍ମା ରୋଗ ବା ଟ୍ୟୁବରକ୍ୟୁଲୋସିସ (ଟିବି) ଗୋଟିଏ ଅତି ସଂକ୍ରାମକ ରୋଗ। ପୃଥିବୀର ପ୍ରଥମ ୧୦ଟି ମାରକ ରୋଗ ମଧ୍ୟରେ ଯକ୍ଷ୍ମା ଅନ୍ୟତମ। ଏହି ରୋଗଟି...

ବାସିଭାତ ଖାଇଲେ ଶରୀରକୁ କ’ଣ ମିଳିଥାଏ? ଜାଣି ରଖନ୍ତୁ…

ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ। ତଥାପି ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି ଏବଂ କେତେ...

ଭୁଲ୍‌ରେ ବି କାହାଠାରୁ ଉଧାର ମାଗି ବ୍ୟବହାର କରନ୍ତୁ ନାହିଁ ଏସବୁ, ହୋଇଯିବେ ଦରିଦ୍ର…

ହିନ୍ଦୁ ଧର୍ମରେ ବାସ୍ତୁ ଶାସ୍ତ୍ରର ବହୁତ ଗୁରୁତ୍ୱ ଅଛି। ବାସ୍ତୁ ଶାସ୍ତ୍ରରେ, କେବଳ ଦିଗନିର୍ଦ୍ଦେଶର ଗୁରୁତ୍ୱକୁ ବିସ୍ତାରିତ ଭାବରେ ବୁଝାଯାଇ ନାହିଁ, ବରଂ ବ୍ୟକ୍ତିର ଦୈନନ୍ଦିନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri