ଅଫିସରେ ଦିଆଯିବ କରୋନା ଟିକା: ୬ରୁ ଆରମ୍ଭ ହେବ ଟିକାକରଣ

ଭୁବନେଶ୍ୱର, ୩।୨(ବ୍ୟୁରୋ): ଏଣିକି ଅଫିସରେ ଦିଆଯିବ କେରୋନା ଟିକା। କରୋନା ସମ୍ମୁଖ ଯୋଦ୍ଧାଙ୍କୁ ସେମାନଙ୍କ ଅଫିସରେ କୋଭିଡ୍‌ ଭ୍ୟାକ୍ସିନ୍‌ ଦିଆଯିବ। ଏଥିଲାଗି ବିଭିନ୍ନ ଅଫିସରେ ଟିକା ରୁମ୍‌ କରାଯିବ। ପ୍ରଥମ ପର୍ଯ୍ୟାୟରେ ଗୃହ ଓ ଉନ୍ନୟନ, ରାଜସ୍ବ ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ଟିକା ଦିଆଯିବ। ଏ ନେଇ ପରିପାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।
ଏଥିଲାଗି ବର୍ତ୍ତମାନ ସୁଦ୍ଧା ୧ଲକ୍ଷ ୯୨ହଜାର ଯୋଦ୍ଧାଙ୍କ ତାଲିକା ପ୍ରସ୍ତୁତ ହୋଇସାଇଛି। ଏହି ଟିକାକରଣ କାର୍ଯ୍ୟ ଆସନ୍ତା ୬ ତାରିଖରୁ ଆରମ୍ଭ ହେବ । ତିନି ସପ୍ତାହ ମଧ୍ୟରେ ଆଗଧାଡିର ଯୋଦ୍ଧାମାନଙ୍କ ଟିକା କରଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ଅନ୍ୟପଟେ ବୁଧବାର ଓଡିଶାକୁ ୬୩ହଜାର ୯୦ ଡୋଜ କୋଭିସିଲ୍ଡ ଓ ୮୩ହଜାର ୫୦୦ କୋଭିକ୍ସିନ ଟିକା ଆସିଛି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ଲକ୍ଷ ୮ ହଜାର ୨୦୫ ଜଣଙ୍କୁ ଟୀକା ଦିଆଯାଇଛି । ଯାହା ଟିକାକରଣର ୬୨ ପ୍ରତିଶତ ଅଟେ । ତେବେ ପ୍ରଥମ ପର୍ଯ୍ୟାୟ ଟିକାକରଣ ୧୦ତାରିଖ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏହାପରେ ଫେବୃଆରୀ ୧୫ତାରିଖରୁ ପ୍ରଥମ ଫେଡ୍‌ର ସେକଣ୍ଡର ଡୋଜ୍‌ ଦିଆଯିବ । ଏ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ପଛରୁ ଧକ୍କା ଦେଲା ବସ୍‌: ଚାଲିଗଲା ଆରୋହୀଙ୍କ ଜୀବନ

ପାଟଣା,୧୮ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରି ନିକଟରେ ଗୁରୁବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ...

ଯୁକ୍ତ ୨ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ନ ହେଲେ ତା’ଠୁ ଅଧିକ ମିଳିବ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ ପରେ ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଏକ ପ୍ରକାର ସମସ୍ତେ ସସ୍ପେନ୍ସରେ ଥିଲେ, କିପରି...

ଆଜି ଦ୍ୱିତୀୟ ଦିନରେ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ୱର,୪।୧(ବ୍ୟୁରୋ): ଦୀର୍ଘମାସର ପ୍ରତୀକ୍ଷା ପରେ ରବିବାର ରାଜ୍ୟର ସମସ୍ତ ମନ୍ଦିର ଖୋଲିଛି। ଭାବ ଓ ଭକ୍ତିମୟ ପରିବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଭଗବାନ। ଭୁବନେଶ୍ୱରର ପ୍ରସିଦ୍ଧ...

ଓଟିଡିିସି ପକ୍ଷରୁ ‘ପିଠା ଅନ୍‌ ହ୍ବିଲ’ ସାଙ୍ଗକୁ ଦୋଳିର ମଜା

ଭୁବନେଶ୍ୱର, ୧୪।୬(ବ୍ୟୁରୋ) : ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ଏଥର ମଧ୍ୟ ‘ପିଠା ଅନ୍‌ ହ୍ବିଲ୍‌’ କାର୍ଯ୍ୟକ୍ରମ କରାଯିବ। କରୋନା କଟକଣା ଉଠିବା...

ମାଲିକଙ୍କୁ ଖୋଜି ବୁଲୁଛି ଓଟ

ଢେଙ୍କାନାଳ ଅଫିସ,୧୪ା୩:ସ୍ବାର୍ଥ ହାସଲ ପରେ ପର କରିଦେଇଛି ମାଲିକ। ଛାଡ଼ିଦେଇ ପଳାଇଛି ନିଜ ପାଳିତ ଓଟକୁ। ହେଲେ ମାଲିକଙ୍କ ସ୍ବାର୍ଥସର୍ବସ୍ବ ମନୋଭାବକୁ ବୁଝିପାରୁନି ଏହି ପାଳିତ...

ଆଜି ମହାଶିବରାତ୍ରି, ଚାଲିଛି ଲିଙ୍ଗରାଜଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି

ଭୁବନେଶ୍ୱର,୧।୩(ବ୍ୟୁରୋ): ଆଜି ମହାଶିବରାତ୍ରି । ଏହି ଅବସରରେ ବାବା ଲିଙ୍ଗରାଜଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ଅନୁଷ୍ଠିତ ହେଉଛି । ରାତି ୩ଟାରୁ ମନ୍ଦିରର ମୁଖ୍ୟଦ୍ୱାର...

୫-ଟି ସଚିବଙ୍କ ଗସ୍ତ ପରେ ତତ୍ପର ପ୍ରଶାସନ: ବିଏମ୍‌ସି ଭାଙ୍ଗିଲା ନିଜ ବେଆଇନ ନିର୍ମାଣ

ପୁରୁଣା ଭୁବନେଶ୍ୱର,୭।୧୨(ଡି.ଏନ.ଏ.): ୫-ଟି ସଚିବଙ୍କ ଗୁରୁବାର ଅଚାନକ ଗସ୍ତ ନେଇ ଏକାମ୍ର କ୍ଷେତ୍ରରେ ବିଭିନ୍ନ ବିଭାଗ କର୍ମଚାରୀଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ...

କରୋନା ଯୋଦ୍ଧାଙ୍କୁ ମିଳୁନି ଦରମା

ଅନୁଗୋଳ ଅଫିସ, ୧୯।୪ – କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସ୍ତୁତ ଥିବା ୧୦୪ ଜଣ ଆଉଟସୋର୍ସିଂ କର୍ମଚାରୀଙ୍କୁ ୩ ମାସ...

Advertisement
Archives

Model This Week