Posted inଜାତୀୟ

ଜମାଟ ବାନ୍ଧିଲା ଡାଲ୍‌ ହ୍ରଦ ପାଣି

ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀରରେ ତୁଷାର ପାତ ଲାଗି ରହିଛି। ଏହାଯୋଗୁ ସର୍ବନିମ୍ନ ତାପମାତ୍ରା ଶୂନ ଡିଗ୍ରୀ ତଳକୁ ଖସି ଯାଇଛି। ଫଳରେ ଶ୍ରୀନଗରର ଡାଲ୍‌ ହ୍ରଦର ପାଣି କେତେକ ସ୍ଥାନରେ ଜମାଟ ବାନ୍ଧି ଯାଇଛି। ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁସାରେ ସୋମବାର ଏଠାରେ ସର୍ବନିମ୍ନ ତାପମାତ୍ରା ଶୂନରୁ ୬ ଡିଗ୍ରୀ ସେଲସିୟସ୍‌ ମଧ୍ୟରେ ରହିବ। ପ୍ରବଳ ଥଣ୍ଡା ଯୋଗୁ ପର୍ଯ୍ୟଟକଙ୍କ ସଂଖ୍ୟା ମଧ୍ୟ କମି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଦଙ୍ଗା: ଅଙ୍କିତ ଶର୍ମାଙ୍କୁ ଧାରୁଆ ଅସ୍ତ୍ରରେ କରାଯାଇଥିଲା ଆକ୍ରମଣ

ନୂଆଦିଲ୍ଲୀ,୧୪।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଗତ ମାସରେ ଉତ୍ତର ପୂର୍ବ ଦିଲ୍ଲୀରେ ଦଙ୍ଗା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ଇଣ୍ଟଲିଜେନ୍ସ ବ୍ୟୁରୋର ଅଧିକାରୀ ଅଙ୍କତି...

ଶିକ୍ଷାମିତ୍ର ପାଇଁ କଟ୍‌ ଅଫ୍‌ ମାର୍କ ୬୦ରୁ ୬୫ ପ୍ରତିଶତ ମଧ୍ୟରେ ରହିବ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୮।୧୧: ଉତ୍ତରପ୍ରଦେଶରେ ଶିକ୍ଷାମିତ୍ର ନିଯୁକ୍ତି ମାମଲାରେ ସୁପ୍ରିମ୍‌କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଆହ୍ଲାବାଦ୍‌ ହାଇକୋର୍ଟଙ୍କ ରାୟକୁ କାଏମ୍‌ ରଖି ସୁପ୍ରିମ୍‌କୋର୍ଟ କହିଛନ୍ତି ଯେ, ଶିକ୍ଷାମିତ୍ର ନିଯୁକ୍ତି...

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ନୋଟିସ

ରାଞ୍ଚତ୍,୧୬ା୯: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ହେମନ୍ତ ସୋରେନ ତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ପ୍ରତ୍ୟାହାର କରିନେବା ପାଇଁ ମୁଖ୍ୟମନ୍ତ୍ରୀ ରଘୁବର...

ଦିଲ୍ଲୀରେ କୋଠା ଭୁଶୁଡ଼ି ୫ ମୃତ

ନୂଆଦିଲ୍ଲୀ,୨୬ା୧: ଦିଲ୍ଲୀର ଭଜନପୁରା ଅଞ୍ଚଳରେ ଶନିବାର ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ୪ ଛାତ୍ରଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ଛାତ୍ରମାନଙ୍କ ବୟସ ୧୦ରୁ...

ଭାରତ ଆସି ପାରନ୍ତି ଇମ୍ରାନ୍‌: ନିମନ୍ତ୍ରଣ ଦେବେ ମୋଦି ସରକାର !

ନୂଆଦିଲ୍ଲୀ,୧୫।୧: ଚଳିତ ବର୍ଷ ଶେଷରେ ଭାରତରେ ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ। ଭାରତ ସମେତ ପାକିସ୍ତାନ, ଚାଇନା, କାଜାକସ୍ତାନ, କିରଗିଜ୍‌ସ୍ତାନ,ରୁଷିଆ,...

୨୨ ବର୍ଷ ତଳର ବିବାହ ସମୟର ଫଟୋ ଶେୟାର କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୭।୭: ଏବେ ସୋସିଆଲ୍‌ ମିଡ଼ିଆରେ କେତେକ ଶାଢ଼ି ପିନ୍ଧିଥିବା ଫଟୋ ଶେୟାର କରୁଛନ୍ତି। ଏଥିରୁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ ବାଦ୍‌...

ନୂଆ ଗାଇଡଲାଇନ ସହ ଆସିଲା ଅନଲକ୍‌-୩: ଜାଣନ୍ତୁ କ’ଣ ବନ୍ଦ, ଖୋଲା ରହିବ

ନୂଆଦିଲ୍ଲୀ,୨୯।୭: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରାଳୟ ପକ୍ଷରୁ ବୁଧବାର ଅନଲକ୍‌ ୩.୦ ପାଇଁ ନୂଆ ଗାଇଡଲାଇନ ଜାରି କରାଯାଇଛି। ଜୁଲାଇ ୩୧ରେ ଅନଲକ୍‌-୨ ଶେଷ ହେବାକୁ ଥିବା ବେଳେ...

କ୍ଷେପଣାସ୍ତ୍ରଠୁ ବି ଭୟଙ୍କର ଏହି ଡ୍ରୋନ୍‌, ବିମାନଠୁ ଅଧିକ ଉପରେ ଉଡ଼େ

ନୂଆଦିଲ୍ଲୀ,୭ା୮: ଭାରତୀୟ ବାୟୁସେବା ଜମ୍ମୁ ଏୟାରବେସ୍‌ରେ ଜୁନ୍‌ରେ ଡ୍ରୋନ୍‌ ହମଲା ହୋଇଥିଲା। ଏହା ପରେ ଡ୍ରୋନ୍‌ ଆକ୍ରମଣକୁ ନେଇ ଖୁବ୍‌ ଚର୍ଚ୍ଚା ହୋଇଥିଲା। ଏଥିସହିତ ଭାରତ...

Advertisement
Archives

Model This Week