ସାବିତ୍ରୀ ପାଇଁ ଫଳ ଦର ଆକାଶଛୁଆଁ

ଭଦ୍ରକ ଅଫିସ, ୧୯।୫: ସାବିତ୍ରୀ ବ୍ରତ ପାଇଁ ଭଦ୍ରକ ସହର ବଜାରରେ ଗ୍ରାହକଙ୍କ ଭିଡ଼ ଜମିଥିବା ବେଳେ ଫଳ ଦର ଆକାଶଛୁଅଁା ହୋଇଛି। ଶୁକବ୍ରାର ବ୍ରତଧାରୀମାନେ ସାବିତ୍ରୀଙ୍କୁ ପୂଜା କରି ବିଭିନ୍ନ ଫଳ ସମର୍ପଣ କରିଥାନ୍ତି। ବେପାରୀମାନେ ମନଇଚ୍ଛା ଦରରେ ଫଳ ସାମଗ୍ରୀ ବିକି ମାଲେମାଲ୍‌ ହେଉଛନ୍ତି। କେବଳ ଫଳ ନୁହେଁ, ଶାଢ଼ି ଓ କସ୍‌ମେଟିକ୍‌ ଦୋକାନରେ ମଧ୍ୟ ଗ୍ରାହକଙ୍କ ଭିଡ଼ ଜମିଥିଲା। କଚେରି ବଜାର ଫଳ ମାର୍କେଟରେ ଦୁଇଦିନ ଧରି ଗହଳି ଲାଗି ରହିଛି। ଆମ୍ବ କିଲୋ ୧୦୦ ଟଙ୍କାରେ ବିକ୍ରି ହେଉଥିବା ବେଳେ କଦଳୀ ଡଜନ ୯୦, ସପୁରୀ ଗୋଟାକୁ ୪୦, ନଡ଼ିଆ ଗୋଟାକୁ ୩୦, ଲିଚୁ ୧୫୦, ପଣସ ଗୋଟାକୁ ୧୫୦ରୁ ୨୦୦, ସେଓ ୨୦୦ ଓ ଅଙ୍ଗୁର ୧୦୦ ଟଙ୍କାରେ ବିକ୍ରି ହେଉଛି। ପାଚିଲା ଖଜୁରି କୋଳି ପରିବର୍ତ୍ତେ ଶୁଖିଲା, କଞ୍ଚା କୋଳି ଚଢ଼ାଦରରେ ବିକ୍ରି ହେଉଥିବା ବେଳେ ତାଳସଜ ଗୋଟା ୧୦ରୁ ୧୫ ଟଙ୍କା। ଦରଦାମ୍‌ ନିୟନ୍ତ୍ରଣ ସକାଶେ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର କମିଟି ଗଠନ କରାଯାଉଥିଲେ ମଧ୍ୟ ବଜାର ଭିଡ଼ ସମୟରେ କମିଟି ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା କେତେଜଣ ଗ୍ରାହକ ପ୍ରତିକ୍ରିୟା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri