ବଜାରରେ ଫଳ ଦର ଆକାଶ ଛୁଆଁ: ପଣସ ଗୋଟା ରହିଛି…

ପଦ୍ମପୁର,୧୫ା୫ (ପ୍ରଦୀପ୍ତ ଦାଶ):ଆସନ୍ତା ୧୬ ତାରିଖରେ ପବିତ୍ର ସାବିତ୍ରୀ ଅମାବାସ୍ୟା। ଏଥିପାଇଁ ବଜାର ଚଳଚଞ୍ଚଳ ହୋଇଯାଇଛି। ସାବିତ୍ରୀ ପାଇଁ ପଦ୍ମପୁର ସହରର ଛୋଟରୁ ବଡ କପଡ଼ା ଦୋକାନରେ ନୂତନ ବସ୍ତ୍ର କିଣିବା ପାଇଁ ଭିଡ଼ ଜମୁଥିବା ଦେଖିବାକୁ ମିଳିଛି। ସେହିଭଳି ଦୈନିକ ବଜାରଠାରୁ ଆରମ୍ଭ କରି ସହରର ବିଭିନ୍ନ ଛକରେ ଭଳିକିଭଳି ଫଳର ପସରା ବସିଛି। ଅମାବାସ୍ୟା ପାଇଁ ଏହି ଫଳର ଦର ମଧ୍ୟ ଆକାଶଛୁଆଁ ବୃଦ୍ଧି ହୋଇଛି। ବିଶେଷକରି ବେପାରୀ ବ୍ରହ୍ମପୁର, ଛତିଶଗଡ଼ର ରାୟପୁରରୁ ଫଳ ଆଣି ପଦ୍ମପୁରରେ ବିକ୍ରି କରୁଛନ୍ତି। ଗୁରୁବାର ପଦ୍ମପୁରରେ ଗୋଟା ପଣସ ୪୦୦/୫୦୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଆମ୍ବ କେଜି ୭୦/୮୦, ସପୁରି ଗୋଟାକୁ ୫୦ ଟଙ୍କା, ଲିଚୁ କେଜି ୧୮୦ରୁ ୨୦୦, ସେଓ ୨୪୦ରୁ ୨୮୦, ଅଙ୍ଗୁର ୨୨୦ ରହିଛି। ଅମାବାସ୍ୟା ଥିବାରୁ ଏହି ଦର ବୃଦ୍ଧି ପାଇବ ବୋଲି ବ୍ୟବସାୟୀ କହିଛନ୍ତି। ଅପରପକ୍ଷରେ ଅନ୍ୟ ବର୍ଷ ଅପେକ୍ଷା ଏଥର ବଜାରକୁ ପାଚିଲା ଦେଶୀଆମ୍ବ କମ୍‌ ଆସୁଥିବା ଲକ୍ଷ୍ୟ କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?