ଖୋଲାରେ ବିକ୍ରି ହେବନି ମିଠା: ଏଫଏସଏସଏଆଇ

ନୂଆଦିଲୀ,୨୮।୯: ପାର୍ବଣ ଋତୁ ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ, ଅତିଥି ଓ ବନ୍ଧୁବର୍ଗଙ୍କୁ ଚର୍ଚ୍ଚା ପାଇଁ ଲୋକେ ଘରେ ବିଭିନ୍ନ ପ୍ରକାର ଖାଦ୍ୟପଦାର୍ଥ, ମିଠା ପ୍ରସ୍ତୁତ କରିବେ। ଆଉ କିଛି ବାହାର ମିଠା ପ୍ରସ୍ତୁତ ହେଉଥିବା ଦୋକାନରୁ ମିଠା କିଣିବେ। ତେବେ ମିଠା ବିକ୍ରେତାଙ୍କୁ ଫୁଡ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡ ଅଥୋରଟି ଅଫ ଇଣ୍ଡିଆ(ଏଫଏସଏସଏଆଇ) ନୋଟିସ ଜାରି କରିଛି।

ନିର୍ଦ୍ଦେଶନାମା ଜାରି କରି ଏଫଏସଏସଏଆଇ କହିଛ, ମିଠା ତିଆରି କରୁଥିବା ଦୋକାନୀମାନେ ଖୋଲା ସ୍ଥାନରେ ମିଠା ତିଆରି କରିବା ଠାରୁ ଦୂରେଇ ରହିବା ଉଚିତ। ଏଥି ସହିତ, ଯଦି କୌଣସି ଦୋକାନୀ ନିୟମ ପାଳନ ନ କରନ୍ତି, ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଖାଦ୍ୟ ପଦାର୍ଥରେ ଉତ୍ତମ ଗୁଣବତ୍ତା ବଜାୟ ରଖିବା ପାଇଁ ବ୍ୟବସାୟୀମାନଙ୍କୁ ଏଥିରେ କୁହାଯାଇଛି। ମିଠାରେ ଅପମିଶ୍ରଣ ହେଉଥିବା କଞ୍ଚା ମାଲର ନିରାପତ୍ତା ବିଶେଷକରି ଦୁଗ୍ଧଜାତ ଦ୍ରବ୍ୟ ଉତ୍ତମ ଗୁଣବତ୍ତାର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

ଆକାଉଣ୍ଟରେ ଏତିକି ଟଙ୍କା ଡିପୋଜିଟ ଅଛି କି? ଜୁଲାଇ ୩୧ ସୁଦ୍ଧା କରନ୍ତୁ ଏହି କାମ, ନଚେତ…

ବର୍ତ୍ତମାନ ପ୍ରାୟ ସବୁ ଲୋକଙ୍କର ବ୍ୟାଙ୍କରେ ସେଭିଂ ଆକାଉଣ୍ଟ ଅଛି। ପ୍ରତି ମାସରେ ଆପଣ ଏକ ସଞ୍ଚୟ ଆକାଉଣ୍ଟରେ ଜମା ହୋଇଥିବା ରାଶି ଉପରେ ସୁଧ ମଧ୍ୟ…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri