ସୁସ୍ଥ ହୋଇ ଘରକୁ ଫେରିଲେ କରୋନା ଯୋଦ୍ଧା: ପ୍ରଶାସନ, ମେଡିକାଲ ସେବାକୁ ଜଣାଇଲେ କୃତଜ୍ଞତା

ଛତ୍ରପୁର,୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ତଥା କରୋନା ଯୋଦ୍ଧା ଜୟସେନ ବେହେରା କାର୍ଯ୍ୟରତ ଅବସ୍ଥାରେ କରୋନାରେ ସଂକ୍ରମିତ ହୋଇଥିଲେ। ସେ ବର୍ତ୍ତମାନ ସୁସ୍ଥ ହେବା ପରେ ତାଙ୍କ ଅନୁଭୂତି ବାଣ୍ଟିଛନ୍ତି। ଜିଲାପାଳ, ବିଡିଓଙ୍କ ସହଯୋଗ ଏବଂ କୋଭିଡ ହସ୍ପିଟାଲର ଡାକ୍ତର, ନର୍ସ ଓ ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀଙ୍କ ସେବା ମନୋଭାବ ପ୍ରଶଂସନୀୟ। ଏଥିପାଇଁ କନିଷ୍ଠ ଯନ୍ତ୍ରୀ ସେମାନଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ ଜୁଲାଇ ୩୦ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ହୋମ ଆଇସୋଲଶନରେ ଥିଲେ। ପରେ ଶିତଳାପଲିସ୍ଥିତ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଅଗଷ୍ଟ ୨୧ରେ ତାଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିଲା। ପରେ ସେ ସୁସ୍ଥ ହୋଇ ୧ ତାରିଖରେ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?