ଇନ୍ଧନ-ଖାଦ୍ୟ-ବିଦ୍ୟୁତ ଅଭାବ: ପ୍ରଦର୍ଶନ କଲେ ଗିଲଗିଟ-ବଲ୍ଟିସ୍ତାନର ଲୋକେ…

ଇସଲାମାବାଦ,୫।୩ : ପାକିସ୍ତାନର ଅଧିକୃତ କଶ୍ମୀରର ଗିଲଗିଟ-ବଲ୍ଟିସ୍ତାନରେ ଲୋକମାନେ ଭିକ ମାଗିବାକୁ ବାଧ୍ୟ ହେଉଛନ୍ତି। ଏହା ଏକ ଅବହେଳିତ ଅଞ୍ଚଳ, ଯେଉଁଠାରେ ଲୋକମାନେ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି। ଇନ୍ଧନ, ଖାଦ୍ୟ ଏବଂ ବିଦ୍ୟୁତ ଅଭାବରୁ ସ୍ଥାନୀୟ ଲୋକମାନେ ବିରୋଧ ଆରମ୍ଭ କରିଛନ୍ତି। ରାଜନୈତିକ ଶକ୍ତି ଆକାରରେ ପ୍ରଶାସନରେ ଏଠାକାର ଲୋକମାନଙ୍କର ବହୁତ କମ ଯୋଗଦାନ ରହିଛି।

ପାକ ମିଲିଟାରୀ ମନିଟର କହିଛନ୍ତି ଯେ ଗିଲଗିଟ-ବଲ୍ଟିସ୍ତାନର ପାକିସ୍ତାନର ଅଧିକୃତ କଶ୍ମୀର ଅଞ୍ଚଳରେ ପରିବେଶ ସରକାରଙ୍କ ଆଡକୁ ମୁହାଁଇଛି। ନିର୍ବାଚିତ ପ୍ରତିନିଧୀମାନେ ସ୍ଥାନୀୟ ଲୋକଙ୍କୁ ଆରାମ ଯୋଗାଇବା ପାଇଁ କିଛି କରନ୍ତି ନାହିଁ। ସେ ଦର୍ଶାଇଛନ୍ତି ଯେ ରାସ୍ତାରୋକର ନେତୃତ୍ୱ ନେଉଥିବା ଆୱାମୀ ଆକ୍ସନ କମିଟି କହିବା ଆରମ୍ଭ କରିଛି ଯେ ଜାତୀୟ ଦଳ ଗିଲଗିଟ ବାଲ୍ଟିସ୍ତାନକୁ ଏକ ଉପନିବେଶ ଭାବରେ ବ୍ୟବହାର କରିଛନ୍ତି, ଯାହା କେନ୍ଦ୍ର କର୍ତ୍ତୃପକ୍ଷଙ୍କ ଦ୍ୱାରା ଶୋଷିତ ହେଉଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri