ଇନ୍ଧନ ଟ୍ୟାଙ୍କର-ବସ ମୁହାଁମୁହିଁ ଧକ୍କା,୧୮ ଜୀବନ୍ତ ଦଗ୍ଧ…

ମେକ୍ସିକୋ ସିଟି,୧୧।୯ : ମେକ୍ସିକୋରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ଏଠାରେ ମୋଣ୍ଟେରୀ ସହରକୁ ଯାଉଥିବା ରାଜପଥରେ ଏକ ଇନ୍ଧନ ଭର୍ତ୍ତି ଟ୍ୟାଙ୍କର ଏବଂ ଏକ ବସ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ବସ୍‌ରେ ଥିବା ୧୮ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ମୁହାଁମୁହିଁ ଧକ୍କା ହେବା ପରେ ଉଭୟ ଗାଡିରେ ନିଆଁ ଲାଗିଯାଇଥିଲା ବୋଲି ଅଧିକାରୀମାନେ କହିଛନ୍ତି।

ପ୍ରଥମେ ନଅ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ପୋଲିସ କହିଛି। ପରେ ଅନ୍ୟ ୯ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଅଧିକାରୀ କହିଛନ୍ତି ଯେ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି। ସୂଚନା ଅନୁଯାୟୀ, ଦୁର୍ଘଟଣାରେ ଟ୍ୟାଙ୍କର ଡ୍ରାଇଭର ସୁରକ୍ଷିତ ଅଛନ୍ତି। ସେ ସାମାନ୍ୟ ଆହତ ହୋଇଛନ୍ତି। ପୋଲିସ ତାଙ୍କୁ ପଚରାଉଚରା କରୁଛନ୍ତି। ଅନୁସନ୍ଧାନରୁ ଜଣାପଡିଛି ଯେ ବସ ହିଡାଲଗୋରୁ ମୋଣ୍ଟେରୀ ସହରକୁ ଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ଯୁଦ୍ଧ ଭିତରେ ବମ୍ଫର ରୋଜଗାର କଲା ଇରାନ, ତେଲ ବିକ୍ରି କରି ହେଲା ମାଲାମାଲ, ଜାଣିଲେ ଟ୍ରମ୍ପଙ୍କ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୩୦।୩: ଇରାନ ସହିତ ଯୁଦ୍ଧ ଏବେ ଏକ ବିଶ୍ୱ ସଙ୍କଟରେ ପରିଣତ ହୋଇଛି। ତେଲ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ସ୍ଥଳ ଏବଂ ଆକାଶ ଆକ୍ରମଣ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri