Posted inଜାତୀୟ

ଅମୃତସର ବିମାନ ବନ୍ଦରରେ ଧରାପଡ଼ିଲେ ପଳାତକ ଅମୃତପାଲଙ୍କ ସ୍ତ୍ରୀ…

ଅମୃତସର,୨୦।୪ : ପଞ୍ଜାବରେ ପଳାତକ ଘୋଷିତ ତଥା ଦେଶର ମୋଷ୍ଟ ଓ୍ବାଣ୍ଟେଡ ଖାଲିସ୍ତାନୀ ସମର୍ଥକ ଅମୃତପାଲଙ୍କ ସ୍ତ୍ରୀ କିରଣଦୀପ କୌରଙ୍କୁ ଗୁରୁବାର ଲଣ୍ଡନ ଯିବାବେଳେ ଅମୃତସର ବିମାନ ବନ୍ଦରରେ ପୋଲିସ ଗିରଫ କରିଛି।
ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ କିରଣଦୀପ କୌର ଅମୃତସର ବିମାନ ବନ୍ଦରରୁ ବର୍ମିଂହାମ ଅଭିମୁଖେ ପଳାଇବାକୁ ଚେଷ୍ଟା କରୁଥିଲେ। ଏ ସମ୍ପର୍କରେ ସେ ଅମୃତସର ବିମାନବନ୍ଦରରେ ପହଞ୍ଚିଥିଲେ ମଧ୍ୟ ଗୁପ୍ତ ସୂଚନା ଆଧାରରେ ବିମାନବନ୍ଦରରେ ଉପସ୍ଥିତ ଥିବା ପୋଲିସ ତାଙ୍କୁ ଅଟକ ରଖି ପଚରାଉଚରା ଆରମ୍ଭ କରିଥିଲା। ସୂଚନାଯୋଗ୍ୟ, ଖାଲିସ୍ତାନୀ ସମର୍ଥକଙ୍କୁ କିରଣଦୀପ କୌର ପାଣ୍ଠି ଯୋଗାଉଥିବା ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଆମେରିକା-ଇରାନ ମଧ୍ୟରେ କିପରି ଯୁଦ୍ଧବିରତି କରାଇଲା ଚାଇନା, ସାମ୍ନାକୁ ଆସିଲା ସେହି ୨୬ ଫୋନ କଲ୍‌ର ରହସ୍ୟ

ବେଜିଂ,୯।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଯୁଦ୍ଧବିରତି ପାଇଁ ମଧ୍ୟସ୍ଥତା କରିବା ପାଇଁ ନିଜକୁ ପିଠି ଥାପୁଡ଼ାଉଛି, କିନ୍ତୁ ଏହାକୁ ହାସଲ କରିବାରେ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri