Posted inଜାତୀୟ

‘ଫୁକ୍‌ରେ’ ଅଭିନେତା ଓଲାନୋକିଓଟନଙ୍କ ପରଲୋକ

ମୁମ୍ବାଇ ,୧୭ ।୧: ବଲିଉଡ୍ ଅଭିନେତା ଓଲାନୋକିଓଟନ ଗଲାଁବୋ ଲ୍ୟୁକସଙ୍କର ପରଲୋକ ହୋଇଛି । ସେ ବଲିଉଡ୍ ମୁଭି ‘ଫୁକ୍‌ରେ’ ଓ ‘ଫୁକ୍‌ରେ ରିଟର୍ନସ’ରେ ରୁଚା ଚଢାଙ୍କ ବୟଫ୍ରେଣ୍ଡ ଭୂମିକାରେ ଅଭିନୟ କରିଥିଲେ । ଏଥିରେ ତାଙ୍କ ଚରିତ୍ରର ନାଁ ଥିଲା ବବି । ତାଙ୍କ ପରଲୋକ ଖବର ଫୁକ୍‌ରେ ଫିଲ୍ମର ନିର୍ମାତା ତଥା ବଲିଉଡ୍ ଅଭିନେତା ଫରହାନ ଅଖତର ଦେଇଛନ୍ତି । ସୋସିଆଲ ମଡିଆ ଜରିଆରେ ସେ ଏହି ଖବର ଦେଇଛନ୍ତି । ଏହାସହ ଫରହାନ ଓଲାନୋକିଓଟନଙ୍କ ଏକ ଫଟୋ ଶେୟାର କରି ଭାବପୂର୍ଣ୍ଣ ବାର୍ତ୍ତା ଲେଖିଛନ୍ତି । ତାଙ୍କ ପରିବାର ପ୍ରତି ସମବେଦନା ମଧ୍ୟ ଜଣାଇଛନ୍ତି ଫରହାନ । ଏହାସହ ଓଲାନୋକିଓଟନ ସବୁବେଳେ ମନେ ପଡିବେ ବେଲି ମଧ୍ୟ ଫରହାନ ଲେଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବନ୍ଦକୁ ନେଇ ପ୍ରଶ୍ନ ଉଠାଇଲେ ବିଶ୍ୱ ବ୍ୟାଙ୍କ ଶିକ୍ଷା ନିର୍ଦ୍ଦେଶକ

ନୂଆଦିଲ୍ଲୀ,୧୬ା୧: କରୋନା ମହାମାରୀ ମଧ୍ୟରେ ସ୍କୁଲ ବନ୍ଦକୁ ନେଇ ବିଶ୍ୱ ବ୍ୟାଙ୍କ ଶିକ୍ଷା ନିର୍ଦ୍ଦେଶକ ଜେମ୍‌ ସାଭେଦ୍ରା ଅନେକ ପ୍ରଶ୍ନ ଉଠାଇଛନ୍ତି। ଏକ ସାକ୍ଷାତକାରରେ ସେ...

ଗୋଟିଏ ଡୋଜ୍‌ରେ ଭଲ ହେବନାହିଁ କରୋନା ଭାଇରସ !

ନୂଆଦିଲ୍ଲୀ,୩୧।୮: କରୋନା ଭାଇରସ ମହାମାରୀର ରୂପ ନେଇଥିବା ବେଳେ ପ୍ରତିଦିନ ସାରା ବିଶ୍ୱରେ ଏହି ମହାମାରୀର ଶିକାର ହୋଇ ହଜାର ହଜାର ଜନତାଙ୍କ ଜୀବନ ଯାଉଛି।...

ମୋଦିଙ୍କ ସହ ସେନାଙ୍କ ନିକଟକୁ ହାତ ତିଆରି ରାକ୍ଷୀ ପଠାଇଲେ ଅଜିଭିକା ଏଜୁକେଶନର ମହିଳା

ଡେରାଡୁନ,୧୧।୮: ଉତ୍ତରାଖଣ୍ଡର ଡେରାଡୁନରେ ଥିବା ଅଜିଭିକା ଏଜୁକେଶନର ମହିଳାମାନେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେତେଜଣ କ୍ୟାବିନେଟ ମନ୍ତ୍ରୀ ଓ ସୀମାରେ ଥିବା...

ଘଡଘଡି ମାରିବା ସମୟରେ କାନରେ ଲଗାଇଥିଲେ ଇୟରଫୋନ୍‌, ଘଟିଲା ଏମିତି

ନୋଏଡା,୫।୧: ଗ୍ରେଟର ନୋଏଡାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ କାନରେ ଇୟରଫୋନ୍‌ ଲଗାଇବା ମହଙ୍ଗା ପଡିଛନ୍ତି। ବଜ୍ରପାତ ସମୟରେ କାନରେ ଇୟରଫୋନ ବିସ୍ଫୋରଣ...

୧୯ରୁ ଉଡ଼ିବ ଏୟାର ଇଣ୍ଡିଆ ବିମାନ

ଚେନ୍ନାଇ,୧୪ା୫: କୋଭିଡ୍‌-୧୯ ପାଇଁ ଦୀର୍ଘଦିନ ହେଲା ଦେଶରେ ବିମାନ ଚଳାଚଳ ବନ୍ଦ ରହିଥିବାବେଳେ ସରକାର ଏୟାରଲାଇନ୍ସ ଏୟାର ଇଣ୍ଡିଆ ଆସନ୍ତା ୧୯ରୁ ଜୁନ୍‌ ୨ ପର୍ଯ୍ୟନ୍ତ...

ଖୋଲିଲା ବଦ୍ରିନାଥ ଧାମ: ଶ୍ରଦ୍ଧାଳୁଙ୍କର ଲାଗିଛି ଭିଡ

ଡେରାଡୁନ,୮ ।୫: ଉତ୍ତରାଖଣ୍ଡର ଚାରିଧାମ ଯାତ୍ରା ଜାରି ରହିଛି । ଇତିମଧ୍ୟରେ ରବିବାର ସକାଳୁ ବଦ୍ରିନାଥ ଧାମ ଖୋଲାଯାଇଛି । ଗ୍ରୀଷ୍ମକାଳ ପାଇଁ ବଦ୍ରିନାଥ ମନ୍ଦିରର...

ଟୁଲ୍‌କିଟ୍‌ ମାମଲା: ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବି ଗିରଫ

ବେଙ୍ଗାଲୁରୁ,୧୪।୨: ପରିବେଶକର୍ମୀ ଗ୍ରେଟା ଥନବର୍ଗ ଟୁଲକିଟ୍‌ ମାମଲାରେ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ବେଙ୍ଗାଲୁରୁରୁ ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବିଙ୍କୁ ଗିରଫ କରିଛନ୍ତି। ଫେବୃୟାରୀ ୪ରେ...

ହାଇକୋର୍ଟ ପକ୍ଷରୁ ଜେଏନ୍‌ୟୁ ଛାତ୍ରଙ୍କୁ ମିଳିଲା ଆଶ୍ୱସନା

ନୂଆଦିଲ୍ଲୀ,୨୪।୧: ହଷ୍ଟେଲ ଫି ବୃଦ୍ଧି ପ୍ରତିବାଦରେ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିବା ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ)ର ଛାତ୍ରଙ୍କୁ ମିଳିଛି ଆଶ୍ୱସନା। ଶୁକ୍ରବାର ଏହି ଆବେଦନର ଶୁଣାଣି କରି...

Advertisement
Archives

Model This Week