ଆଜିଠାରୁ ସ୍ମାର୍ଟ ବଜାରରେ ‘ଫୁଲ୍‌ ପୈସା ବସୁଲ୍‌ ସେଲ୍‌’

ନୂଆଦିଲ୍ଲୀ,୨୧।୧: ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ସହଯୋଗୀ କମ୍ପାନୀ ରିଲାଏନ୍ସ ସ୍ମାର୍ଟ ବଜାରରେ ଶନିବାରଠାରୁ ‘ଫୁଲ୍‌ ପୈସା ବସୁଲ୍‌ ସେଲ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ସ୍ବତନ୍ତ୍ର ସେଲ୍‌ ଚଳିତ ଜାନୁୟାରୀ ୨୧ରୁ ୨୬ ତାରିଖ ପର୍ଯ୍ୟନ୍ତ ଦେଶର ସମସ୍ତ ସ୍ମାର୍ଟ ବଜାରରେ ଜାରି ରହିବ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ସ୍ମାର୍ଟ ବଜାର, ସ୍ମାର୍ଟ ସୁପର ଷ୍ଟୋର ଏବଂ ସ୍ମାର୍ଟ ପଏଣ୍ଟ ଷ୍ଟୋରଗୁଡ଼ିକରେ ଉପଲବ୍ଧ। ସେହିଭଳି କମ୍ପାନୀର ଆକର୍ଷଣୀୟ ଏହି ଅଭିଯାନ ପୁଣି ଥରେ ଗ୍ରାହକଙ୍କ ପାଇଁ ଫେରିଥିବା ଜଣାପଡ଼ିଛି। ଏହି ସେଲ୍‌ ଜରିଆରେ ଗ୍ରାହକମାନେ ବିଭିନ୍ନ ପ୍ରକାର ଘରକରଣା ସାମଗ୍ରୀ ସାଙ୍ଗକୁ ପ୍ୟାକେଜଡ୍‌ ଫୁଡ୍‌, ହୋମ୍‌ ଆଣ୍ଡ ପର୍ସନାଲ କେୟାର, ଦୁଗ୍ଧଜାତ ସାମଗ୍ରୀ,ପୋଷାକ, ହୋମ୍‌ଓ୍ବେର ଏବଂ କ୍ଷୁଦ୍ର ଆପ୍ଲାଏନ୍ସଗୁଡ଼ିକରେ ଆକର୍ଷଣୀୟ ରିହାତି ଏବଂ ଅଫର ପାଇପାରିବେ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସେହିପରି ବିସ୍କୁଟ,କୋଲ୍‌ଡଡ୍ରିଙ୍କ୍‌ସ,ଶାମ୍ପୁ, ସାବୁନ ଏବଂ ଟୁଥ୍‌ପେଷ୍ଟ ଆଦିରେ ୫୦% ପର୍ଯ୍ୟନ୍ତ ରିହାତି ଥିବାବେଳେ ୫କିଲୋ ଚାଉଳ ଏବଂ ୫ ଲିଟର ତେଲ କମ୍ବୋ ପ୍ୟାକ ମାତ୍ର ୧୦୯୯ ଟଙ୍କାରେ ଗ୍ରାହକମାନେ ପାଇପାରିବେ। ଏପରିକି ପୁରୁଷ, ମହିଳା ଓ ଶିଶୁମାନଙ୍କ ପୋଷାକ ସମ୍ଭାରରେ ସର୍ବନିମ୍ନ ୫୦% ରିହାତି ରହିଛି। ବିଶେଷକରି ୬୯୯ ଟଙ୍କାରେ ଡବଲ ବେଡ୍‌ସିଟ୍‌,୧୯୯୯ ଟଙ୍କାରେ ୩ ବର୍ନର ଗ୍ୟାସ୍‌ ଷ୍ଟୋଭ ଏବଂ ଆହୁରି ଅନେକ କିଛି ସୁବିଧା ଓ ସାମଗ୍ରୀ ଉପରେ ମଧ୍ୟରେ ଅଫର ଉପଲବ୍ଧ ରହିଥିବା ସ୍ମାର୍ଟ ବଜାର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri