ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି ସରକାର ଚଳିତ ବର୍ଷ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୧ ଟି ଜିଲାର ୧୯୫ ଟି କଲେଜକୁ ୯୮ ଲକ୍ଷ ୪୨ ହଜାର ୫୮୦ ଟଙ୍କା ଅନୁଦାନ ଦେଇଛନ୍ତି। ସେଥିମଧ୍ୟରେ ଗଞ୍ଜାମ ଜିଲାର ୪୧ କଲେଜ ଅନ୍ତର୍ଭୁକ୍ତ। ଖୁବ୍‌ଶୀଘ୍ର ଅନୁଦାନ ଆସିଥିବା କଲେଜଗୁଡ଼ିକ ଛାତ୍ରୀମାନଙ୍କୁ ତାଲିମ ଦେବା ବ୍ୟବସ୍ଥା କରିବେ। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟକୁ ୬୫ ହଜାର ୩୪୦ ଟଙ୍କା ଅନୁଦାନ ଅନୁମୋଦନ ହୋଇଥିବା ବେଳେ ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟକୁ ୧ ଲକ୍ଷ ୨୪ ହଜାର ୪୭୦ ଟଙ୍କା ଅନୁମୋଦନ ହୋଇଛି।

ସେହିଭଳି ବେଲଗୁଣ୍ଠା ବିଜ୍ଞାନ ମହାବିଦ୍ୟାଳୟକୁ ୨୦ ହଜାର ୭୯୦ ଟଙ୍କା, କେନ୍ଦୁପଦର ଏନ୍‌ବିସି କଲେଜକୁ ୩୫ ହଜାର ୧୦୦ ଟଙ୍କା, ଗାଲେରି ଦଣ୍ଡପାଣି ମହାର୍ଥା କଲେଜକୁ ୧୬୨୦୦ ଟଙ୍କା, କ୍ଷତ୍ରୀୟବରପୁର ୩୨୧୩୦ ଟଙ୍କା, ସୋରଡ଼ା ଋଷିକୂଲ୍ୟା ଡିଗ୍ରୀ କଲେଜକୁ ୪୮୮୭୦ ଟଙ୍କା, ବିଡିପୁର କଲେଜକୁ ୫୨୩୮୦ ଟଙ୍କା, ଆସିକା ନିରଞ୍ଜନ ମହିଳା ମହାବିଦ୍ୟାଳୟକୁ ୧୧୨୫୯୦ ଟଙ୍କା, ଆସିକା ବିଜ୍ଞାନ ମହାବିଦ୍ୟାଳୟକୁ ୬୭୭୭୦ ଟଙ୍କା, ଜଗନ୍ନାଥପ୍ରସାଦ ଡିଗ୍ରୀ କଲେଜକୁ ୧୪୦୪୦ ଟଙ୍କା, ବାଲିପଦର କଲେଜକୁ ୩୦୫୧୦ ଟଙ୍କା, ବୁଗୁଡ଼ା ପିପୁଲ୍ସ କଲେଜକୁ ୭୯୩୮୦ ଟଙ୍କା ଅନୁମୋଦନ ହୋଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?