Posted inଜାତୀୟ

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ, ୧୪ ଜିଲାର ୫୦ରୁ ଅଧିକ ଅଞ୍ଚଳରେ ଚଢ଼ାଉ…

ଶ୍ର୍ରୀନଗର,୮।୮: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଏନ୍‌ଆଇଏ ପକ୍ଷରୁ ଜମ୍ମୁ-କଶ୍ମୀରର ୧୪ ଜିଲାର ୫ ୫୦ ରୁ ଅଧିକ ଅଞ୍ଚଳରେ ଚଢ଼ାଉ ଜାରିି ରହିଛି। ଜମାତ୍‌-ଇ-ଇସ୍ଲାମ୍‌ ସଂଗଠନର ବିଭିନ୍ନ ଶାଖାରେ ଚଢ଼ାଉ କରାଯାଇଛି। ୨୦୧୯ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ସଂଗଠନ ବିରୋଧରେ ୫ ବର୍ଷ ଲାଗି ପ୍ରତିବନ୍ଧକ ଲଗାଯାଇଥିଲା। ତେବେ ମଧ୍ୟ ଜମ୍ମୁୂ-କଶ୍ମୀରରେ ବେଧଡ଼କ ଜମାତ୍‌-ଇ-ଇସ୍ଲାମ୍‌ ନିଜର କାର୍ଯ୍ୟ ଜାରି ରଖିଥିବା ଅଭିଯୋଗ ହୋଇଛି। ଶ୍ରୀନଗର, ବୁଡଗାମ, ଗାନ୍ଦରଓ୍ବଲ, ବାରମୁଳା, କୁପୱାରା, ବାନ୍ଦିପୁର, ଅନନ୍ତନାଗ, ଶୋପିଆନ, ପୁଲୱାମା, କୁଲଗାମ, ରାମବାଣ, ଦୋଡା, କିଶତଓ୍ବାଡ, ରାଜୌରୀ ଆଦି ଅଞ୍ଚଳରେ ଚଢ଼ାଉ ଜାରି ରହିଛି। ସ୍ବାସ୍ଥ୍ୟ ସେବା ଏବଂ ଶିକ୍ଷାଦାନ ନାମରେ ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସ୍‌ଆଇ ସହଯୋଗରେ ଦୁବାଇ ଏବଂ ତୁର୍କୀ ଭଳି ଦେଶରୁ ଅର୍ଥ ସଂଗ୍ରହ କରାଯାଇ ଆତଙ୍‌ତକବାଦୀଙ୍କୁ ପାଣ୍ଠି ଯୋଗାଇ ଦିଆଯାଉଥିବା ଅଭିଯୋଗ ହୋଇଛି। ଜମାତ୍‌-ଇ-ଇସ୍ଲାମ୍‌ ସହିତ ଲଶ୍କର-ଇ-ତୋଏବା, ହିଜବୁଲ ମୁଜାହିଦ୍ଦିନ ଏବଂ ଜୈଶ-ଇ-ମହମ୍ମଦ ଭଳି ଆତଙ୍କବାଦୀ ସଂଗଠନ ସହିତ ସମ୍ପର୍କ ରହିଛି। ଏସବୁ ଆତଙ୍କବାଦୀ ସଂଗଠନକୁ ଜମାତ୍‌-ଇ-ଇସ୍ଲାମ୍‌ ପାଣ୍ଠି ଯୋଗାଇ ଦିଆଯାଉଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri