ନୂଆଦିଲ୍ଲୀ,୨।୯ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଏରୋନ୍ କମ୍ପୋଜିଟ ଲିମିଟେଡ (ଏସିଏଲ୍)ର ପବ୍ଲିକ ଇସ୍ୟୁ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜର ଏନଏସ୍ଇ ଇମର୍ଜ ପ୍ଲାଟଫର୍ମରେ ଶୁଭାରମ୍ଭ କରିବାକୁ ଅନୁମୋଦନ ହାସଲ କରିଛି। ଏପରିକି ପବ୍ଲିକ ଇସ୍ୟୁରୁ ସଂଗୃହୀତ ରାଶି ମଧ୍ୟରୁ ୩୯କୋଟି ଟଙ୍କା ଗୁଜରାଟର ମେହସାନାଠାରେ ଏକ ଉପତ୍ାଦନ କାରଖାନା ସ୍ଥାପନ ନିମନ୍ତେ ଆବଶ୍ୟକ ମୂଳଧନ ନିବେଶ ଆବଶ୍ୟକତା ନିମନ୍ତେ ଏବଂ ସାଧାରଣ କର୍ପୋରେଟ ଉଦ୍ଦେଶ୍ୟରେ ବିନିଯୋଗ କରାଯିବ। ସେହିଭଳି ଏସଏମ୍ଇ ପବ୍ଲିକ ଇସ୍ୟୁରୁ ୫୬.୧୦ କୋଟି ଟଙ୍କା ପର୍ଯ୍ୟନ୍ତ ସଂଗ୍ରହ କରିବାକୁ ଯୋଜନା କରିଛି।
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍ଦବା ? ରହିଛି ଅନେକ ସ୍ବାର୍ଥ
ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍ଫାୟାର୍) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…
ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….
ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?
ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍ପିଜି…
Archives

