ସୋସିଆଲ ମିଡ଼ିଆରେ ଅମ୍ରିତଙ୍କ ପାଇଁ ଚାଲିଛି ପାଣ୍ଠି ସଂଗ୍ରହ

ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସିତ ଜଣେ ଗୁରୁତର ରୋଗୀଙ୍କୁ ଗୁରୁବାର ଗ୍ରୀନ କରିଡରେ ଭୁବନେଶ୍ୱର ବିମାନବନ୍ଦରକୁ ଅଣାଯାଇଥିଲା। ସେ ହେଲେ ବ୍ରହ୍ମପୁରର ଅମ୍ରିତ ପ୍ରଧାନ। ୬ ଜଣିଆ ଡାକ୍ତରୀ ଦଳଙ୍କ ତତ୍ତ୍ୱାବଧାନରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ତାଙ୍କୁ ଚେନ୍ନାଇ ସ୍ଥିତ ଆପୋଲୋକୁ ସ୍ଥାନାନ୍ତର କରାଯାଇଛି। ଅମ୍ରିତଙ୍କ ଚିକିତ୍ସା ପାଇଁ ବର୍ତ୍ତମାନ କୋଟିଏରୁ ଅଧିକ ଟଙ୍କା ଦରକାର। ଏତେ ଅର୍ଥ ଖର୍ଚ୍ଚ କରିବାକୁ ପରିବାର ଲୋକ ଅକ୍ଷମ ଥିବାରୁ ରାଜ୍ୟ ସରକାରଙ୍କୁ ସହାୟତା ଯୋଗାଇ ଦେବାକୁ ଗୁହାରୀ କରିଛନ୍ତି। ଏନେଇ ସୋସିଆଲ ମିଡିଆରେ ଅମ୍ରିତଙ୍କ ପାଇଁ ପାଣ୍ଠି ସଂଗ୍ରହ କରାଯାଉଛି। ବିଭିନ୍ନ ବ୍ୟକ୍ତି ବିଶେଷ ତାଙ୍କ ଚିକିତ୍ସା ପାଇଁ ଦାନ କରୁଛନ୍ତି।

ସୂଚନା ମୁତାବକ, ଗତ ମାସ ୨ ତାରିଖରେ କୋଭିଡ ପଜିଟିଭ ଚିହ୍ନଟ ହେବା ପରେ ଅମ୍ରିତଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡିବାରେ ଲାଗିଥିଲା। ଗତ ୧୨ ତାରିଖରୁ ସେ ଭେଣ୍ଟିଲେଟରରେ ରହିଥିଲେ। ପରେ ସେ ନିମୋନିଆ ଓ ସେପଟିସେମିଆରେ ପୀଡିତ ହେବା ସହ ଫୁସଫୁସର କିଛି ଅଂଶ ନଷ୍ଟ ହେବାରେ ଲାଗିଥିଲା। ସ୍ଥିତି ଜଟିଳ ହେବାରୁ ଅମ୍ରିତଙ୍କୁ ସ୍ଥାନାନ୍ତର କରିବା ପାଇଁ ଡାକ୍ତରୀ ଦଳ ପରାମର୍ଶ ଦେଇଥିଲେ । ଏୟାରଲିପ୍ଟ କରିବା ପାଇଁ ଚେନ୍ନାଇ ଆପୋଲୋରୁ ଏକ ଡାକ୍ତରୀ ଦଳ ଭୁବନେଶ୍ୱର ଏମ୍ସରେ ପହଁଚିଥିଲେ। ଭୁବନେଶ୍ୱରରୁ ଚେନ୍ନାଇକୁ ସ୍ବତନ୍ତ୍ର ବିମାନ ଯୋଗେ ଅମ୍ରିତଙ୍କୁ ଏୟାରଲିଫ୍ଟ କରାଯାଇଥିଲା। ଆବଶ୍ୟକ ପଡିଲେ ଅମ୍ରିତଙ୍କ ଫୁସଫୁସ ପ୍ରତିରୋପଣ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri