‘ଜି-୨୦ ଘୋଷଣାପତ୍ର ମୋଦିଙ୍କ ନିପୁଣତା’

ନ୍ୟୁୟର୍କ/ନୂଆଦିଲ୍ଲୀ,୧୩ା୯: ମିଳିତ ଜାତିସଂଘର ସାଧାରଣ ସଭାର ସଭାପତି ଡେନିସ୍‌ ଫ୍ରାନ୍ସିସ ଭାରତକୁ ପ୍ରଶଂସା କରିଛନ୍ତି। ନୂଆଦିଲ୍ଲୀଠାରେ ଆୟୋଜିତ ଜି-୨୦ ଶିଖର ସମ୍ମିଳନୀରେ ଜାରି ହୋଇଥିବା ମିଳିତ ବିବୃତ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ଦଳର କୂଟନୈତିକ ଦକ୍ଷତା ଏବଂ ଚତୁରତାର ପ୍ରମାଣ ବୋଲି ଡେନିସ୍‌ କହିଛନ୍ତି। ସେ କହିଛନ୍ତି, ସର୍ବପ୍ରଥମେ ଜି -୨୦ ଶିଖର ସମ୍ମିଳନୀର ଉତ୍କୃଷ୍ଟ ଫଳାଫଳ ପାଇଁ ମୁଁ ଭାରତ ସରକାର ଏବଂ ତାଙ୍କ ଟିମ୍‌କୁ ଅଭିନନ୍ଦନ ଜଣାଉଛି।  ଆଜି ଆମକୁ ଏକଜୁଟ ହେବା, ସହଯୋଗ କରିବା ଏବଂ ଆହ୍ବାନ ପ୍ରତି ସମାଧାନ-ଆଧାରିତ ଆଭିମୁଖ୍ୟ ରହିବା ଆବଶ୍ୟକ। ଏହି ସବୁ କଥା ଜି-୨୦ ଘୋଷଣାପତ୍ରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri