ଜି-୨୦: ରାଜନୈତିକ ସମ୍ପର୍କ ଖରାପ ଥିଲେ ବି ଭର୍ଚୁଆଲ ମିଟିଂରେ ସାମିଲ ହେଲେ ଜଷ୍ଟିନ ଟ୍ରୁଡୋ

ଟରଣ୍ଟୋ,୨୩।୧୧: ଖାଲିସ୍ତାନୀ ଆତଙ୍କବାଦୀ ନିଜାରଙ୍କ ମୃତ୍ୟୁ ପରଠାରୁ କାନାଡା ଏବଂ ଭାରତ ମଧ୍ୟରେ ସମ୍ପର୍କ ଖରାପ ହୋଇଯାଇଛି। ଯେଉଁଥିପାଇଁ ଭାରତ ଏବଂ କାନାଡା ମଧ୍ୟରେ କୂଟନୈତିକ ସମ୍ପର୍କକୁ ନେଇ ତିକ୍ତତା ଦେଖାଦେଇଥିଲା। କାନାଡାର ପ୍ରଧାନମନ୍ତ୍ରୀ ତାଙ୍କ ସଂସଦରେ ଭାରତୀୟ ଗୁପ୍ତଚର ଏଜେନ୍ସି ବିରୋଧରେ ଗୁରୁତର ଅଭିଯୋଗ ଆଣି କହିଛନ୍ତି ଯେ ନିଜାରଙ୍କ ମୃତ୍ୟୁୁ ପଛରେ ଭାରତୀୟ ଗୁପ୍ତଚର ସଂସ୍ଥା ଅଛି। ସେବେଠାରୁ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ନେଇ ଅନେକ ତିକ୍ତତା ଦେଖାଦେଇଛି। ଭାରତ ୨୦୨୦ରେ ନିଜ୍ଜରକୁ ଆତଙ୍କବାଦୀ ଘୋଷଣା କରିଥିଲା। ଜଷ୍ଟିନ ଟ୍ରୁଡୋଙ୍କ ଅଭିଯୋଗକୁ ଅବୈଧ ଏବଂ କୁସଂସ୍କାର ବୋଲି ଖାରଜ କରାଯାଇଛି।
ଭାରତ ଦ୍ୱାରା ଆୟୋଜିତ ଭର୍ଚୁଆଲ ଜି -୨୦ ନେତାଙ୍କ ସମ୍ମିଳନୀ, ଯେଉଁଥିରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ତାଙ୍କ ସମ୍ବୋଧନରେ ‘ଆଇନର ନିୟମ’ ଏବଂ ‘ଆନ୍ତର୍ଜାତୀୟ ନିୟମ’ ବଜାୟ ରଖିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଗଣତାନ୍ତ୍ରିକ ବ୍ୟବସ୍ଥାକୁ ମଜବୁତ କରିବା ପାଇଁ ଆମକୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବାକୁ ପଡ଼ିବ ବୋଲି ସେ କହିଛନ୍ତି। ଟ୍ରୁଡୋଙ୍କ କାର୍ଯ୍ୟାଳୟ ଦଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ ସେପ୍ଟେମ୍ବରରେ ଅନୁଷ୍ଠିତ ଜି -୨୦ ବୈଠକରେ ସର୍ବସମ୍ମତି କ୍ରମେ ଏହି ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟକୁ ଆଗକୁ ନେବା ପାଇଁ ଏହି ଭର୍ଚୁଆଲ ଶିଖର ସମ୍ମିଳନୀ ଆୟୋଜିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri