ଜି-୨୦ ଶିଖର ସମ୍ମିଳନୀ: ସେପ୍ଟେମ୍ବରରେ ପୁଟିନଙ୍କ ଭାରତ ଗସ୍ତ ଆଶଙ୍କା ମଧ୍ୟରେ…

ମସ୍କୋ,୩୦।୭ : ଭାରତ ଚଳିତ ୨୦୨୩ ବର୍ଷ ସେପ୍ଟେମ୍ବରରେ ଜି-୨୦ ଶିଖର ସମ୍ମିଳନୀ ଦିଲ୍ଲୀରେ ଆୟୋଜନ କରୁଛି। ଏହି ସମ୍ମିଳନୀରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଯୋଗଦେବା ନେଇ ଏବେ ଆଶଙ୍କା ପ୍ରକାଶ ପାଇଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପୁଟିନ ବ୍ରିକ୍ସ ଦେଶର ଶିଖର ସମ୍ମିଳନୀରେ ଯୋଗଦେବାକୁ ଅଗଷ୍ଟ ୨୨ରୁ ୨୪ ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗକୁ ନ ଯିବାକୁ ନିଷ୍ପତ୍ତି ନେବା ପରେ ଏବେ ସେପ୍ଟେମ୍ବରରେ ତାଙ୍କର ଭାରତ ଆସିବା ମଧ୍ୟ ଆଶା ଏବଂ ଆଶଙ୍କା ମଧ୍ୟରେ ରହିଛି।

ଚଳିତ ମାସ ଆରମ୍ଭରେ ଯେତେବେଳେ ଭାରତ ଏସସିଓ ବୈଠକ କରିଥିଲା, ପୁଟିନ ଜି -୨୦ ସମ୍ମିଳନୀ ପାଇଁ ଦିଲ୍ଲୀ ନ ଆସିବା ନେଇ ଆଶଙ୍କା ପ୍ରକାଶ ପାଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri