Posted inଜାତୀୟ

ସୋନିଆଙ୍କୁ ଭେଟିଲେ ଜି-୨୩ ନେତା

ନୂଆଦିଲ୍ଲୀ,୨୩ା୩: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ‘ଜି-୨୩’ ନେତାମାନେ ସାକ୍ଷାତ୍‌ କରିଛନ୍ତି। ଜି-୨୩ ହେଉଛି କଂଗ୍ରେସରେ ସାଙ୍ଗଠନିକ ପରିବର୍ତ୍ତନ ଦାବି କରୁଥିବା ଅସନ୍ତୁଷ୍ଟ ଗୋଷ୍ଠୀ। ନିକଟରେ ଏହି ଗୋଷ୍ଠୀର ବରିଷ୍ଠ ନେତା ଗୁଲାମନବୀ ଆଜାଦ ସୋନିଆଙ୍କୁ ଭେଟିଥିବାବେଳେ ମଙ୍ଗଳବାର ରାଜ୍ୟ ସଭାର ବିରୋଧୀ ଦଳ ଉପନେତା ଆନନ୍ଦ ଶର୍ମା ଓ ଲୋକ ସଭା ସଦସ୍ୟ ମନୀଷ ତିଓ୍ବ୍‌ାରୀ ତାଙ୍କ ୧୦ ଜନପଥ ବାସଭବନରେ ସାକ୍ଷାତ କରିଛନ୍ତି। ଏହି ଗୋଷ୍ଠୀର ଅନ୍ୟ କେତେଜଣ ନେତା ମଧ୍ୟ ସୋନିଆଙ୍କ ସହ ସାକ୍ଷାତ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ୫ ରାଜ୍ୟ ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଗତ ୧୬ ତାରିଖରେ ଜି-୨୩ର ଏକ ବୈଠକ ବସିଥିଲା। କଂଗ୍ରେସକୁ ଏକ ସାମୂହିକ ଓ ସାମଗ୍ରିକ ନେତୃତ୍ୱ ଆବଶ୍ୟକ ବୋଲି ଏଥିରେ ମତ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri