କ’ଣ ହେବ ତାଲିବାନର ଭବିଷ୍ୟତ, ନିଷ୍ପତ୍ତି ନେବେ ବିଶ୍ୱର ପାୱାର ଫୁଲ୍ ଦେଶ

ନ୍ୟୁୟର୍କ,୨୪ ।୮: ଆଫଗାନିସ୍ତାନ ଉପରେ ତାଲିବାନ ରାଜୁତି କରିବା ଆରମ୍ଭ କରିଛି । ହେଲେ ଏହାର ଭବିଷ୍ୟତ କ’ଣ ହେବ ସେ ନେଇ ମଙ୍ଗଳବାର ବିଶ୍ୱର ପାୱାରଫୁଲ ଦେଶ ନିଷ୍ପତ୍ତି ନେବେ । ମଙ୍ଗଳବାର ହେବାକୁ ଯାଉଥି ଜି-୭ ଦେଶର ବୈଠକ ଉପରେ ଏହା ନିର୍ଭର କରୁଛି । ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକା ଓ ଏହାର ସହଯୋଗୀ ଦେଶମାନେ ଏ ସମ୍ପର୍କରେ ନିଷ୍ପତ୍ତି ନେବେ । ସୂଚନାଯୋଗ୍ୟ, ଯେଉଁଭଳି ଭାବେ ତାଲିବାନ ଆଫଗାନିସ୍ତାନ ଉପରେ କାୟା ବିସ୍ତାର କରିଛି ଏହାକୁ ନେଇ ଅନେକ ଦେଶ ଅସନ୍ତୁଷ୍ଟ ଅଛନ୍ତି । ଅନୁମାନ କରାଯାଉଛି କି ଜି-୭ ବୈଠକରେ ତାଲିବାନକୁ ବିଶ୍ୱର ଅନ୍ୟସବୁ ଦେଶଠାରୁ ଅଲଗା କରିଦିଆଯାଇପାରେ । ଅନ୍ୟପଟେ ମିଳିଥିବା ସୂଚନା ଅନୁଯାୟୀ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆଫଗାନିସ୍ତାନରେ ଅଗଷ୍ଟ ୩୧ ପର ପର୍ଯ୍ୟନ୍ତ ଆମେରିକା ଓ ଅନ୍ୟ ନାଟୋ ଦେଶର ସେନାଙ୍କୁ କିଛି ସମୟ ପାଇଁ ଅଟକିବାକୁ େଇ ନିଷ୍ପତ୍ତି ନେଇପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭବିଷ୍ୟବାଣୀ କଲେ ରବୀନ୍ଦ୍ର: ଭାଜପାରେ ଯୋଗଦେବେ ଆଉ ୨ ଉପକୂଳ ଏମ୍‌ପି

ଭୁବନେଶ୍ୱର,୨୭।୫(ସୁନିତ୍‌ ମିଶ୍ର):ବିଜେଡି ଛାଡ଼ିବା ସହ ଦେବାଶିଷ ସାମନ୍ତରାୟ ରାଜ୍ୟ ସଭା ସଦସ୍ୟ ପଦରୁ ସୋମବାର ଇସ୍ତଫା ଦେଇ ଦେବା ପରେ ଅନେକ ରାଜନୈତିକ ଚର୍ଚ୍ଚା ହେଉଛି। ତାଙ୍କ…

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri