୩ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜି ଉଦୟଗିରି ବଡ଼ସାହି ହେଲା କଣ୍ଟେନମେଣ୍ଟ ଜୋନ୍‌

ଜି ଉଦୟଗିରି, ୨।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରି ସହରରେ କିଛିଦିନ ହେବ କଣ୍ଟେନମେଣ୍ଟ ଜୋନ୍‌ ହଟିଥିବା ବେଳେ ବୁଧବାର ପୁଣିଥରେ ସହରର ସବୁଠାରୁ ବଡ଼ ସାହିକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ଉକ୍ତ ସାହିରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲାପାଳଙ୍କ ଆର୍ଦ୍ଦେଶ କ୍ରମେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିବା ଜି ଉଦୟଗିରି ବିଡିଓ ତଥା ଏନଏସିର ପ୍ରଶାସକ ଶାନ୍ତନୁ କୁମାର ନାୟକ କହିଛନ୍ତି । ଘର ଘର ବୁଲି ସ୍କ୍ରିନିଂ କରାଯିବା ସହିତ ସାହିକୁ ସାନିଟାଇଜ୍‌ କରାଯିବ। କଣ୍ଟାକ୍ଟ ଟ୍ରେସିଂ କରାଯାଇ ସମସ୍ତଙ୍କ ଟେଷ୍ଟ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ନେତା ହନୁମନ୍ଥ ରାଓ କରୋନା ସଂକ୍ରମିତ

ହାଇଦ୍ରାବାଦ,୨୧।୬: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ଭି ଅନୁମନ୍ଥା ରାଓ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ଟେଲିଫୋନ ଯୋଗେ...

ମାଛ ଧରା ଜାଲରେ ଲାଗିଲା ବ୍ୟାଗ ଭର୍ତ୍ତି ଅଚଳ ଟଙ୍କା

ବାରଙ୍ଗ,୨୨ା୭(ଡି.ଏନ.ଏ.): ପୁରୀ ମେନ କେନାଲରୁ ବୁଧବାର ବ୍ୟାଗ ଭର୍ତ୍ତି ଥିବା ଅଚଳ ଟଙ୍କା ମିଳିଛି। ଅପରାହ୍ନ ସମୟରେ ସ୍ଥାନୀୟ ଗ୍ରାମର ଜଣେ ମାଛଧରାଳି କେନାଲରେ ଜାଲ...

ଆଜି ଦୀପାବଳି: ପୟା ଶ୍ରାଦ୍ଧ ଲାଗି ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ,୨୭।୧୦: ପବିତ୍ର ଦୀପାବଳି ଅବସରରେ ରବିବାର ଶ୍ରୀକ୍ଷେତ୍ରରେ ପୟା ଶ୍ରାଦ୍ଧ ଦେବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି । ବାଇଶି ପାହାଚରେ ଶ୍ରାଦ୍ଧ...

ରଥଯାତ୍ରା ପ୍ରସ୍ତୁତି: ୧୪ ଗାଁକୁ ନେଇ ବସିଲା ଶାନ୍ତି କମିଟି

ଝାରସୁଗୁଡ଼ା ଅଫିସ୍‌,୨୭।୬ ରଥଯାତ୍ରା ସୁପରିଚାଳନା ପାଇଁ ଲଖନପୁର ଥାନା ପରିସରରେ ଆଇଆଇସି ଦୁଃଖିନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଏକ ଶାନ୍ତିକମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଥାନା...

ପର୍ଯ୍ୟଟନ ମନ୍ତ୍ରୀଙ୍କୁ କରୋନା, ଟୁଇଟ୍‌ କରି ଦେଲେ ସୂଚନା

ଭୁବନେଶ୍ୱର,୭ା୯(ବ୍ୟୁରୋ): ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ଆକ୍ରାନ୍ତ ହୋଇଛନ୍ତି। ମନ୍ତ୍ରୀ ନିଜେ ଟୁଇଟ୍‌ କରି ସୋମବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି,...

ସୁସ୍ଥ ହୋଇ କାର୍ଯ୍ୟରେ ଯୋଗଦେଲେ ୮ କରୋନା ଯୋଦ୍ଧା

ଛତ୍ରପୁର,୧୫ା୭(ଡି.ଏନ୍‌.ଏ.) : କରୋନାରୁ ସୁସ୍ଥ ହୋଇ ଗଞ୍ଜାମ ଜିଲାରେ ୮ କରୋନା ଯୋଦ୍ଧା ପୁଣି ନିଜ କାର୍ଯ୍ୟରେ ମଙ୍ଗଳବାର ଯୋଗ ଦେଇଛନ୍ତି। ଏମାନଙ୍କ ମଧ୍ୟରେ ବିଡିଓ,...

ଜଗତ୍‌ସିଂହପୁର ଜିଲା: ଅଭିମତ ବାକ୍ସ ପ୍ରହସନ

ଜଗତ୍‌ସିଂହପୁର ଅଫିସ, ୧।୯: ଜଗତ୍‌ସିଂହପୁର ଏକ ଶିକ୍ଷିତ ଜିଲା। ଜିଲାର କଳା, ସଂସ୍କୃତି, ସାହିତ୍ୟ ମହାନ୍‌। ବିଜ୍ଞାନ ଓ ରାଜନୀତି ଆଦି କ୍ଷେତ୍ରରେ ଜିଲାର ସ୍ବତନ୍ତ୍ର...

ଗାଈ ପାଟିରେ ଫୁଟିଲା ବୋମା

ଖୁଣ୍ଟୁଣୀ, ୭ା୩(ଡି.ଏନ୍‌.ଏ.): ବାର୍‌ହା ଶିକାର ଉଦ୍ଦେଶ୍ୟରେ ବୋମା(ବାର୍‌ହା ଗୁଳା) ଖଞ୍ଜାଯାଇଥିଲା। ହେଲେ ଉକ୍ତ ବୋମାକୁ ଗାଈ ଚୋବାଇ ଦେବାରୁ ତାହା ଫୁଟିଗଲା। ଏଥିରେ ଗାଈର ଥୋମଣି...

Advertisement
Archives

Model This Week