ବ୍ୟାଙ୍କ କଲୋନୀକୁ ବ୍ୟାପିଲା ସଂକ୍ରମଣ

କନ୍ଧମାଳ ଜିଲା ଜି.ଉଦୟଗିରି ସହରରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ମହାଗୁଡା ସାହି, କଚେରୀ ସାହି, ବସଷ୍ଟାଣ୍ଡ ସାହି, ବରାଳିନୀ ସାହି, ଲକ୍ଷ୍ମ୍ମୀ ବଜାର କଣ୍ଟେନମେଣ୍ଟ ଜୋନ ହେବା ପରେ ଗୁରୁବାର ବ୍ୟାଙ୍କ କଲୋନୀକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ବ୍ୟାଙ୍କ କଲୋନୀରୁ ୪ ଜଣ ଅକ୍ରାନ୍ତ ଚିହ୍ନଟ ହେବା ପରେ ସାହିକୁ ସାନିଟାଇଜ କରାଯିବା ସହ ଘର ଘର ବୁଲି ସ୍କ୍ରିନିଂ କରାଯାଉଛି। ଏମ୍‌ଆଇ ଅଫିସ ନିକଟରୁ ବ୍ୟାରିକେଟ କରାଯାଇଛ। ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ କରାଯାଉଛି ବୋଲି ଜି.ଉଦୟଗିରି ବିଡିଓ ତଥା ଏନ୍‌ଏସିର ପ୍ରଶାସକ ଶାନ୍ତନୁ କୁମାର ନାୟକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

କଟକରେ ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ

କଟକ,୧୯ା୯(କାର୍ତ୍ତିକ ସାହୁ): ସାମାଜିକ, ରାଜନୈତିକ ଓ ପ୍ରଶାସନିକ ଇତିହାସରେ ନନ୍ଦିନୀ ଶତପଥୀଙ୍କ ଅବଦାନ ଅତ୍ୟନ୍ତ ସ୍ବତନ୍ତ୍ର। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ସେ ଓଡ଼ିଶା ରାଜନୀତିରେ…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?