ଶୀତରେ ଥରୁଛି ଜି.ଉଦୟଗିରି ସହର, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୨ା୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି.ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଚିହ୍ନଟ ହୋଇଛି। ପ୍ରବଳ ଶୀତରେ ଥରୁଛି ସହର। ଗୁରୁବାର ଜି.ଉଦୟଗିରି ସହରର ସର୍ବନିମ୍ନ ତାପମାତ୍ରା ୪.୮ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ବୋଲି ଜି.ଉଦୟଗିରି କୃଷି ଗବେଷଣା କେନ୍ଦ୍ର ତରଫରୁ ଜଣାଯାଇଛି। ବୁଧବାର ମଧ୍ୟ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିଲା। କିଛି ଦିନ ବ୍ୟବଧାନ ପରେ ହଠାତ୍‌ ଶୀତ ବଢ଼ିଥିବାରୁ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହେଉଛି। ଏଣେ ଅତ୍ୟଧିକ କୁହୁଡ଼ି ଯୋଗୁ ୫୦ ମିଟର ଆଗକୁ ରାସ୍ତା ଦେଖା ଯାଉନାହିଁ। ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହେଉଛି। ପ୍ରବଳ ଶୀତ ଯୋଗୁ ଗରିବ ଲୋକମାନେ ନାହିଁ ନ ଥିବା ଅସୁବିଧାରେ ଥିବାବେଳେ ଅନ୍ୟପଟେ ଶୀତର ମଜା ନେବା ପାଇଁ ଜି.ଉଦୟଗିରିକୁ ପର୍ଯ୍ୟଟକମାନଙ୍କ ଆଗମନ ବୃଦ୍ଧି ପାଇଛି। କଳିଙ୍ଗା ବନ ଉଦ୍ୟାନ। କୁର୍ମିଙ୍ଗିଆ ହିଲ୍‌ଟପ୍‌, ସିରିକି ପାର୍କ, କଫିବଗିଚା, କଳିଙ୍ଗା ଘାଟି ଦେଖିବାକୁ ପର୍ଯ୍ୟଟକମାନଙ୍କ ଭିଡ଼ ଜମୁଛ। ନୂଆବର୍ଷ ଆରମ୍ଭରୁ ଶୀତର ମାତ୍ରା ବଢ଼ିଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିଲେ ମହିଳା କିରାଣି, ଧରିଲା ଭିଜିଲାନ୍ସ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ଲାଞ୍ଚ ନେବା ବେଳେ ମହିଳା କନିଷ୍ଠ କିରାଣିଙ୍କୁ ଧରିଛି ଭିଜିଲାନ୍ସ। ଦେବଗଡ଼ ମହାବିଦ୍ୟାଳୟ କନିଷ୍ଠ କିରାଣି ମଞ୍ଜୁଳା ପ୍ରଧାନ ଗିରଫ। ସାର୍ଟିଫିକେଟ...

ଉଭଣୀକୁ ମାରି ଟାଙ୍ଗିଦେଲେ ଶାଶୁ ଘର ଲୋକେ: ଅଭିଯୋଗ ଆଣିଲେ ଭାଇ

ତିହିଡି,୧୪।୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି ଥାନା ବାରୋ ପଞ୍ଚାୟତ ଅଧୀନ ଦହପାଣିଆ ଗ୍ରାମରେ ସୁମିତ୍ରା ଦାସ(୨୭) ନାମ୍ନୀ ଜଣେ ମହିଳାଙ୍କୁ ମାରି ଟଙ୍ଗାଇ ଦିଆଯାଇଥିବା...

୫ ମାସର ଶିଶୁକନ୍ୟାକୁ ଅନ୍ୟ ହାତରେ ଟେକିଦେଲେ ମା’, କହିଲେ ଆଶ୍ଚର୍ଯ୍ୟଜନକ କଥା…

ବାରିପଦା,୧୪ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ କୋହି ପଞ୍ଚାୟତ ଅଞ୍ଚଳରେ ୫ ମାସର ଶିଶୁକନ୍ୟାକୁ ବିକ୍ରି ନେଇ ଅଭିଯୋଗ ହୋଇଛି। ଖବରପାଇ ସମନ୍ବିତ...

ଗଞ୍ଜାମ ଜିଲା ପ୍ରଶାସନ ସହ ଏମ୍‌ଓୟୁ ସ୍ବାକ୍ଷର କଲା ଆଇଆର୍‌ଇଏଲ୍‌

ଛତ୍ରପୁର,୧୪ା୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ମିଠା ହେବ ସମୁଦ୍ର ପାଣି ଏହି ପ୍ରକଳ୍ପ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ସହ ଶୁକ୍ରବାର ଆଇଆର୍‌ଇଏଲ୍‌ର ଏମ୍‌ଓୟୁ ସ୍ବାକ୍ଷର...

ଭାଜପା କୋର୍‌ କମିଟି ବୈଠକରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୨: ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଶୁକ୍ରବାର କୋର୍‌ କମିଟି ବୈଠକ ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିଛନ୍ତି।...

ଆସ୍ଥା ଭୋଟ୍‌ରେ ହାରିଲେ ପାଟଣା ବ୍ଲକ ଅଧ୍ୟକ୍ଷା, ନୂତନ ଅଧ୍ୟକ୍ଷା ହେଲେ…

ପାଟଣା,୧୪ା୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକଙ୍କ ବିରୋଧରେ ଗତ ଜାନୁଆରୀ ୪ରେ ଆଗତ ଅନାସ୍ଥା ପ୍ରସ୍ତାବ...

ମୁରବୀ ହୀନ ହୋଇଛି ୩ କାର୍ଯ୍ୟାଳୟ, ଖାଲି ପଡ଼ିଛି ଗୁରୁତ୍ୱପୂର୍ଣ୍ଣ ପଦବୀ

ପୁରୁଷୋତ୍ତମପୁର,୧୪ା୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରଟି କବିସୂର୍ଯ୍ୟନଗର ଓ ଖଲ୍ଲିକୋଟ ଦୁଇଟି ବିଧାନସଭା ନିର୍ବାଚନ ମଣ୍ଡଳୀର ପରିସରରେ ରହିଛି। ଏଠାରେ ଦୁଇ ଦୁଇଜଣ ବିଧାୟକ ରହିଥିବା...

ସମ୍ବଲପୁରରୁ ଆସିଲା ଅଜବ ଖବର: ଆମାଜନରେ ଅର୍ଡର କରିଥିଲେ ଲାପଟପ୍ ବଦଳରେ ଆସିଲା ମାର୍ବଲ୍ ପଥର

ସମ୍ବଲପୁର,୧୪।୨: ଓଡିଶାର ସମ୍ବଲପୁରରେ ଜଣେ ଗ୍ରାହକ ୬୧ ହଜାର ଟଙ୍କା ଦେଇ ଆମାଜନରେ ଏକ ଲାପଟପ୍ ଅର୍ଡର କରିଥିଲେ। କିନ୍ତୁ, ଗତକାଲି ଯେତେବେଳେ ସେ ପ୍ୟାକେଟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri